କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର
ତାଳେଚର: ତାଳଚେର ପୋଲିସର ଏନକାଉଣ୍ଟର। ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ସୁଶାନ୍ତ ନାୟକ ଗୁରୁତର। ତାଳବେଡା ଜଙ୍ଗଲରେ ପୋଲିସର ଏନକାଉଣ୍ଟର। ଅପରାଧି ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ଅନୁଗୁଳ ସରକାରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଗୁଳିକରି ପଳାଉଥିବାବେଳେ ପୋଲିସ…












