ଭୁବନେଶ୍ୱର ବିମାନବନ୍ଦରରୁ ସାପ,କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର
ଭୁବନେଶ୍ବର: ବିମାନରେ ଚାଲାଣ ହେଉଥିଲା ସାପ । ଭୁବନେଶ୍ୱର ବିମାନବନ୍ଦରରୁ ସାପ ଜବତ ହୋଇଛି । ବିସ୍କୁଟ ଡ଼ବାରେ ଚାଲାଣ ହେଉଥିଲା ସାପ । ୯ଟି ସାପ ସାଙ୍ଗକୁ କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର କରାଯାଇଛି । ବ୍ୟାଙ୍କକ୍ରୁ ଚେନ୍ନାଇ…
ଭୁବନେଶ୍ବର: ବିମାନରେ ଚାଲାଣ ହେଉଥିଲା ସାପ । ଭୁବନେଶ୍ୱର ବିମାନବନ୍ଦରରୁ ସାପ ଜବତ ହୋଇଛି । ବିସ୍କୁଟ ଡ଼ବାରେ ଚାଲାଣ ହେଉଥିଲା ସାପ । ୯ଟି ସାପ ସାଙ୍ଗକୁ କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର କରାଯାଇଛି । ବ୍ୟାଙ୍କକ୍ରୁ ଚେନ୍ନାଇ…
ସ୍ତ୍ରୀକୁ ହତ୍ୟା ପରେ ଥାନାରେ ଆତ୍ମସର୍ମପଣ କଲା ସ୍ଵାମୀ ପୁରୀ: ପୁରୀ ତାଳବଣିଆ ଥାନା ସିଦ୍ଧ ମହାବୀର ଚମାର ସାହିରେ ଅଘଟଣ। ସ୍ତ୍ରୀକୁ ମାରି ଆତ୍ମସର୍ମପଣ କଲା ସ୍ଵାମୀ। ଗତକାଲି ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ…
ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଓଡିଶା ଜଳ ଯୋଗାଣ ଏବଂ ସ୍ଵେରେଜ୍ ବୋର୍ଡ ଆସିଷ୍ଟାଣ୍ଟ ମ୍ୟାନେଜର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରଖିଛି। ଚଢାଉରେ ୭ ଡିଏସପି, ୯…
ଅନୁଗୁଳ : ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକଙ୍କୁ ଧରିଛି ଭିଜିଲାନ୍ସ। କେନ୍ଦୁପାଟି ଗାଁର ଚରଣ ନାୟକଙ୍କ ଠାରୁ ଜମିବାଡ଼ି ଭାଗ…
ରାଉରକେଲା: ପୁଣି ଅଶାନ୍ତ ଷ୍ଟିଲ ସିଟି । ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ପାଟିତୁଣ୍ଡରୁ ଫୁଟିଛି ଗୁଳି । ଜୀବନ ବଞ୍ଚାଇବାକୁ ଯାଇ ଯୁବକ ପଶି ଗଲେ ଢ଼ାବାରେ । ଅଳ୍ପକେ ବର୍ତ୍ତିଗଲେ ଯୁବକ । ଗୁଳିକାଣ୍ଡ ଘଟିଛି ରାଉରକେଲା ରଘୁନାଥ…
ଭୁବନେଶ୍ବର: ଲୋୟର ପିଏମଜିରେ ପୁଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏହି କାରଣରୁ ଏଠାରେ ଉତ୍ତେଜନା ଦେଖାଯାଇଛି। ଉତ୍ତେଜନା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି କଂଗ୍ରେସ କର୍ମୀଙ୍କ ଆକ୍ରମଣରେ ୧୨ ଜଣ ପୁଲିସ କର୍ମଚାରୀ…
ଜଟଣୀ: ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ୟ୍ୟନିର୍ବାହୀ ଅଧିକାରୀ ସୂର୍ୟ୍ୟମଣି ପାଟ୍ଟଯୋଶୀ। ଆଜି ବଡ଼ି ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୌରପାଳିକା କାର୍ୟ୍ୟନିର୍ବାହୀ ଅଧିକାରୀ ସୂର୍ୟ୍ୟମଣି…
ଭୁବନେଶ୍ୱର: ପୁଣିଥରେ ରାଜା ଚକ୍ରଙ୍କ ଘରେ ଚଢାଉ । ଟଙ୍କା ହେରଫେର ଘଟଣାରେ ରାଜାଙ୍କ ଘରେ ଇଓଡବ୍ଲ୍ୟୁ ଚଢାଉ କରିଛି । ବହୁ ଚର୍ଚ୍ଚିତ ଶୁଆକାଟୀ ଗନ୍ଧମାର୍ଦ୍ଦନ ଲୋଡିଙ୍ଗ୍ ଏଜେନ୍ସିରେ ଟଙ୍କା ହେରଫେର ଘଟଣାରେ ରାଜାଙ୍କ ଘରେ ଚଢଉ ହୋଇଛି ।…
ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ୍ରେ ଶିକାରୀଙ୍କୁ ଧରିବା ପାଇଁ ଜଙ୍ଗଲ ଭିତରକୁ ବନ କର୍ନଚାରୀ ଏବଂ ଏସଟିପିଏଫ ଯାଇଥିବା ବେଳେ ଦୁଇ ରାଉଣ୍ଡ ଗୁଳିମାଡ଼ କଲେ ଶିକାରୀ । ବନ କର୍ମଚାରୀଙ୍କ ଫାଙ୍କା ଗୁଳି ଚାଳନାରେ ୪…
ସୋର :ଭୁଜାଲିରେ ଆକ୍ରମଣ କରି ଲୁଟିନେଲେ ୧୦ ଲକ୍ଷରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର ଓ ଟଙ୍କା। ଗତକାଲି ବିଳମ୍ବିତ ରାତିରେ ସିମୁଳିଆ ଥାନା ଅନ୍ତର୍ଗତ ବାଟି ପଂଚାୟତ ବଣଗଡିଆ ଗାଁରେ ବ୍ୟବସାୟୀ ଆନନ୍ଦ ବେହେରାଙ୍କ ଘରେ ୫ରୁ ୬ ଦୁର୍ବୃତ୍ତ…