ଗୋଷ୍ଠୀ ସଂଘର୍ଷ, ୩ ମୁଣ୍ଡ ମୃତ

ଗଞ୍ଜାମ: ଖାରିପଲ୍ଲୀ ଗାଁରେ ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ ଏବଂ ଏହି ଗୋଷ୍ଠୀ ସଂଘର୍ଷରେ ୩ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରେ ବାପା ଓ ପୁଅ ଅଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ଗଞ୍ଜାମ ଜିଲାର ଖାରିପଲ୍ଲୀ ଗାଁ…

Continue reading
ହଂସିତା ଏବଂ ଅନିଲଙ୍କୁ ଜାମିନ

କଟକ: ହଂସିତା ଅଭୀଲିପ୍ସା ଏବଂ ତାଙ୍କ ସହଯୋଗୀ ଅନିଲ ମହାନ୍ତିଙ୍କୁ ସୋମବାର କୋର୍ଟରୁ ମିଳିଛି ଜାମିନ। ହାଇକୋର୍ଟ ଉଭୟଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ପାସପୋର୍ଟ ସରେଣ୍ଡର କରିବାକୁ ସର୍ତ୍ତ ରଖିଛନ୍ତି ହାଇକୋର୍ଟ । ତେବେ ୫୦ ହଜାର ଟଙ୍କାର ଜଣେ…

Continue reading
ଭିଜିଲାନ୍ସ ହାତରେ ଆକାଉଣ୍ଟାଣ୍ଟ

ଭୁବନେଶ୍ଵର: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟର ଆକାଉଣ୍ଟାଣ୍ଟ ମହମ୍ମଦ ଫିରୋଜ ଖାନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଆକାଉଣ୍ଟାଣ୍ଟ ଫିରୋଜ ଖାନଙ୍କୁ ଧରିଛି ଭିଜିଲାନ୍ସ। ସ୍କୁଲ ୟୁନିଫର୍ମ ପାଇଁ ସ୍ଵୟଂ ସହାୟକ ଗୋଷ୍ଠୀଠାରୁ…

Continue reading
୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ସୀମାନ୍ତ ତେଲଙ୍ଗାନା ଭଦ୍ରାଦି କତାଗୁଡ଼େମ ଜିଲାରେ ୬୪ ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। କତାଗୁଡ଼େମ ଜିଲାର ଆଇଜି ଚନ୍ଦ୍ରଶେଖର ରେଡ୍ଡୀଙ୍କ ନେତୃତ୍ବରେ ପୁଲିସ ଓ ସିଆର୍‌ପିଏଫ୍‌ର ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ମିଳିତ ଭାବେ ଚାଲିଥିବା ମାଓ ଦମନ…

Continue reading
ସ୍ତ୍ରୀକୁ ପିଟିପିଟି ହତ୍ୟା

ବାଙ୍ଗିରିପୋଷି:ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗୋଲାମୁଣ୍ଡାକଟା ପଞ୍ଚାୟତ ସିମିଳା ଗାଁରେ ପାରିବାରିକ ଅସନ୍ତୋଷରୁ ସ୍ତ୍ରୀକୁ ପିଟିପିଟି ହତ୍ୟା। ମୃତ ମହିଳା ଜଣକ ହେଉଛନ୍ତି କୁନି ମୁଣ୍ଡା (୩୬) ଏବଂ ଅଭିଯୁକ୍ତ ସ୍ୱାମୀ ଦୋରା ମୁଣ୍ଡା(୪୪) ବୋଲି ଜଣାପଡ଼ିଛି । ଦୋରା…

Continue reading
ଗୁଳିକାଣ୍ଡରେ ଯୁବକ ମୃତ

କଟକ: କଟକ ୪୨ ମୌଜା ଅଞ୍ଚଳରେ ଗୁଳିକାଣ୍ଡରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଗତସିଂହପୁର ଜିଲ୍ଲା ବିରାଙ୍ଗ ଅଞ୍ଚଳର ବିକାଶ ମହାନ୍ତି ହୋଇଥିବା ଜଣାପଡ଼ିଛି । ଶ୍ରୀକୃଷ୍ଣ ବିହାର ଅଞ୍ଚଳରେ ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଛନ୍ତି । ପୂର୍ବ…

Continue reading
ହୋଲିରେ ସ୍ବାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ କଲେ ସମ୍ପର୍କୀୟ କାକା

ଭୁବନେଶ୍ୱର:ଜଳେଶ୍ବର ଥାନା ଅନ୍ତର୍ଗତ ବଡସାହି ବାଲିଆପାଳ ଗ୍ରାମରରେ ହୋଲିରେ ସ୍ବାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ କଲେ ସମ୍ପର୍କୀୟ କାକା। କୁକର୍ମ କରି ଫେରାର ହୋଇଯାଇଛି ଅଭିଯୁକ୍ତ। ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି। ଶନିବାର ଅପରାହ୍ନରେ…

Continue reading
ଅନଲାଇନ ଗେମ ଖେଳି ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ

ରାୟଗଡ଼ା: ଅନଲାଇନ ଗେମ ଖେଳି ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ମୃତ ଛାତ୍ରୀ ଜଣକ ହେଲେ ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଗଣପତୀଗୁଡାର ସାଇନା ସାହୁ । ଛାତ୍ରୀ ଜଣକ ବାଥରୁମରେ ବେକରେ ଚୁନି ଦେଇ ଆତ୍ମହତ୍ୟା କରିଛନ୍ତି । ଘଟଣାସ୍ଥଳରେ…

Continue reading
ଆତ୍ମହତ୍ୟା ନୁହେଁ, ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲା ବାପା

ନୟାଗଡ: ଆତ୍ମହତ୍ୟା ନୁହେଁ, ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲା ବାପା। ୨ୟ ବିବାହ କରିବା ନିଶାରେ ବାପା ପୁଅମାନଙ୍କୁ ହତ୍ୟା କରି ଘରେ ଟାଙ୍ଗି ଦେଇ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରିଥିଲା। ଅଭିଯୁକ୍ତ ବାପା ପ୍ରକାଶ ମହାନ୍ତି…

Continue reading
ରାଜା ଚକ୍ର ଗିରଫ

ଭୁବନେଶ୍ୱର: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରାଯାଇଛି । ଗୁରୁବାର ତାଙ୍କୁ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚର ଇଓଡବ୍ଲୁ୍ୟ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିବା…

Continue reading