ପାଣିକୋଇଲି ଗୁଳିକାଣ୍ଡ:୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଯାଜପୁର ଜିଲ୍ଲା ପାଣିକୋଇଲି ବଜାରରେ ଶନିବାର ଦିନ ଅପହରାହ୍ଣରେ ଘଟିଥିବା ଗୁଳିକାଣ୍ଡ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ଏହି ଘଟଣା ନେଇ ସେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ନିମନ୍ତେ ୨…











