୫ ଲକ୍ଷ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ
ଭୋଗରାଇ: ଗହଣା ଦୋକାନ ଭିତରେ ପଶି ୫ ଲକ୍ଷ ନଗଦ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର କମର୍ଦ୍ଦା ଥାନା ଅନ୍ତର୍ଗତ କମର୍ଦ୍ଦା ବଜାରରେ ଥିବା ମାଳତୀ ଜୁଏଲର୍ସରୁ…
ଭୋଗରାଇ: ଗହଣା ଦୋକାନ ଭିତରେ ପଶି ୫ ଲକ୍ଷ ନଗଦ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର କମର୍ଦ୍ଦା ଥାନା ଅନ୍ତର୍ଗତ କମର୍ଦ୍ଦା ବଜାରରେ ଥିବା ମାଳତୀ ଜୁଏଲର୍ସରୁ…
ଭୁବନେଶ୍ୱର: ଓଡ଼ିଶା ଗୃହନିର୍ମାଣ ଉନ୍ନୟନ ନିଗମ(ଓଆରଏଚଡିସି) ଦୁର୍ନୀତି ମାମଲାରେ ରିଟାର୍ଡ ଆଇଏଏସ୍ ଅଫିସର ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ଲେଖାଏଁ ସଶ୍ରମ ଜେଲ ଦଣ୍ଡାଦେଶ ହୋଇଛି। ୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ପୂର୍ବରୁ ଚାକିରିରୁ…
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ବଜାରରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଲୁଟ୍ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଗତକାଲି ରାତିରେ ଲୁଟେରାମାନେ ଗ୍ରୀଲ କାଟି ବ୍ୟାଙ୍କ…
ବାଲେଶ୍ୱର: ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଫାଣ୍ଡି ଅଧିକାରୀ। ଦାୟିତ୍ୱରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ଏହି ମାମଲାରେ…
ଭୁବନେଶ୍ୱର:ଗତ ରାତିରୁ ଅପହରଣ ହୋଇଥିବା ଯୁବତୀ ଆଜି ଉଦ୍ଧାର ହୋଇଛନ୍ତି। ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି। ତେବେ…
ଭୁବନେଶ୍ବର : ରାଜଧାନୀରେ ପ୍ରେମ ପାଇଁ ଫିଲ୍ମ ଷ୍ଟାଇଲରେ ଅପହରଣ । ଯୁବତୀଙ୍କୁ କାରରେ ଟେକି ନେଲେ ୪ ଜଣ ଯୁବକ । ଗତକାଲି ବିଳମ୍ବିତ ରାତିରେ ମୈତ୍ରୀ ବିହାର ଥାନା ଅଞ୍ଚଳରେ ଘଟିଛି ଏଭଳି ଅଘଟଣ । ଜଣେ ଯୁବତୀ…
ଭୋଗରାଇ: କମର୍ଦା ବଜାର ନିକଟରେ ବ୍ରାଉନ ସୁଗାର ଜବତ କରିବାକୁ ଆସି ଜଳେଶ୍ଵର ଅବକାରୀ ଟିମ୍ ହଟହଟା । ବ୍ରାଉନ ସୁଗାର ଜବତ କରି ଜଣେ ମହିଳାଙ୍କୁ ଗିରଫ କଲା ଅବକାରୀ ଟିମ୍ । ମହିଳାଙ୍କୁ ଗିରଫ କରି ନେଇ ଯାଉଥିବା…
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ତୁରୁଡ଼ିହି ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ପ୍ରାୟ କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ତୁରୁଡ଼ିହି ପଞ୍ଚାୟତର ପିଇଓ ସୁରେନ୍ଦ୍ର ଭତ୍ରା।…
ରାଉରକେଲା:ରାଉରକେଲା ସେକ୍ଟର ୩ ଥାନା ଅଞ୍ଚଳରେ ମାରାଥନ୍ କାର୍ୟ୍ୟକ୍ରମ ବେଳେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକ ଆହତ ହୋଇଛନ୍ତି। ଯୁବକଙ୍କ ପିଠିରେ ଗୁଳି ବାଜିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଆଇଜିଏଚ୍ରେ ଭର୍ତ୍ତି କରାଯାଇଛି। ହେଲେ ଗୁରୁତର ଯୁବକ ଜଣଙ୍କ ହେଲେ…
ସୋନପୁର: ଋଣ କରାଇଦେବାକୁ କହି ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ମହାପ୍ରବନ୍ଧକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅଭିଯୁକ୍ତ ହେଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ହେଲେ ବିପିନ ଦେହୁରୀ। ସୂଚନା ଅନୁସାରେ ଜଣେ ହିତାଧିକାରୀ ପିଏମ୍ଇଜିପି (ପିଏମ୍ ଏମ୍ପ୍ଲଏମେଣ୍ଟ ଜେନେରେସନ…