ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ବେଙ୍ଗାଲୁରୁର ଏକ ସର୍ଭିସ୍ ଆପାର୍ଟମେଣ୍ଟ ହୋଟେଲରେ ଘଟିଥିବା ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ନିଜ ପ୍ରେମିକାକୁ ହତ୍ୟା କରିଥିବା ଅଭିଯୁକ୍ତ ପ୍ରେମିକକୁ ରାଜ୍ୟ ବାହାରୁ ଗିରଫ କରିଛି ପୁଲିସ। ସବୁଠାରୁ ବଡ଼ କଥା ହେଉଛି ପ୍ରେମିକାକୁ ହତ୍ୟା କରିବା ପରେ…
ଯୁବକଙ୍କୁ ହତ୍ୟା ଅଭିଯୋଗ
ବ୍ରହ୍ମପୁର : ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ ସାହିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ମଧୁ ସୁଦନ ଜେନା।ମଧୁସୁଦନଙ୍କ ଦାଦା ପ୍ରସନ୍ନ ଜେନା ଓ ତାଙ୍କ ପୁଅ ଏହି ହତ୍ୟାକାଣ୍ଡ ଘଟାଇଥିବା ଅଭିଯୋଗ…
ଗିରଫ ହେଲେ ପ୍ରଣବପ୍ରକାଶଙ୍କ ଭାଇ ଲଲ
ଯାଜପୁର: ବିଜେଡି ନେତା ପ୍ରଣବପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ ଓରଫ ଲଲଙ୍କୁ ଗିରଫ କରିଛି ପୁଲିସ । ଯାଜପୁର ଟାଉନ ଥାନା ପୁଲିସ ତାଙ୍କୁ ଗିରଫ କରିଛି । ପୁଲିସ ତାଙ୍କୁ ଗିରଫ କରି ଏସଡିଜେଏମଙ୍କ ବାସଭବନକୁ ଆଣିଥିବା ଜଣାଯାଇଛି…
ଆୟ ବର୍ହିଭୂତ ସମ୍ପତ୍ତି:ସିଏସ୍ଓ ଗିରଫ
ଭୁବନେଶ୍ୱର: କୋଟିପତି ସିଏସ୍ଓଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ୟ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ…
ଲଜ୍ଜା: ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ
କଟକ : କଟକ ବାରଙ୍ଗ ଥାନା ତ୍ରିଶୁଳିଆ ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବାର ଅଭିଯୋଗ ହୋଇଛି। ଗୁରୁତର ନାବାଳିକାକୁ ଉଦ୍ଧାର କରାଯାଇ ଶିଶୁ ଭବନର ଆଇସିୟୁରେ ଭର୍ତ୍ତି କରାଯାଇଛି। ବାରଙ୍ଗ ଅଞ୍ଚଳରେ ଏକ…