ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର: ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଏନେଇ ଥାନାରେ ବିଏନ୍‌ଏସ୍‌ ଦଫା…

ଏମ୍‌କେସିଜିରେ ଡାକ୍ତରଙ୍କୁ ମାଡ଼

ବ୍ରହ୍ମପୁର: ଚିକିତ୍ସା ଅବହେଳା ଅଭିଯୋଗରେ ଏମ୍‌କେସିଜି ଜଣେ ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିଛି। ଆକ୍ରମଣକାରୀଙ୍କୁ କାବୁ କରି ଥାନାରେ ଅଟକ ରଖିଛି। କାର୍ୟ୍ୟରତ ଜଣେ ଡାକ୍ତରଙ୍କୁ ଯେଉଁଭଳି…

୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦…

ଛାତ୍ରୀଙ୍କୁ ଅସଦାଚରଣ: ୨ ଶିକ୍ଷକ ଗିରଫ

ଜଳେଶ୍ୱର: ସ୍କୁଲରେ ନବମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଦୁଇ ଶିକ୍ଷକ ଗିରଫ ହୋଇଛନ୍ତି। ଚମାରଗାଁ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଓ ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କୁ ଗିରଫ କରିଛି ରାଇବଣିଆ ପୋଲିସ।…

ଦୁଷ୍କର୍ମ ମାମଲା : ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ

ରାୟଗଡ଼ା : ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରା ଗିରଫ । ମହିଳାଙ୍କୁ ଦୁଷ୍କର୍ମ ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ତାଙ୍କୁ ଗିରଫ କରିଛି । ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ…

ଭିଜିଲାନ୍ସ ଜାଲରେ ଡିଏଫଓ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ୍‌ ଡିଏଫଓ ନିତ୍ୟାନନ୍ଦ ନାୟକ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଜି ତାଙ୍କ ଘର ସମେତ ୭ଟି ସ୍ଥାନରେ ଚଢ଼ାଉ କରିଥିବା ବେଳେ ତାଙ୍କର ୧୧୫ଟି ପ୍ଲଟ୍‌…

ବଜ୍ରକାପ୍ତା ଜବତ: ଦୁଇ ଗିରଫ

ଭୁବନେଶ୍ବର : ପିତାପଲ୍ଲୀ-ଚନ୍ଦକା ରୋଡ଼ର ମା’ ଲଟାଭୁଆସୁଣୀ ମନ୍ଦିର ନିକଟରେ କ୍ରାଇମବ୍ରାଞ୍ଚ ସ୍ବତନ୍ତ୍ର କାର୍ୟ୍ୟବଳ (ଏସ୍‌ଟିଏଫ୍‌) ଚଢ଼ଉ କରି ଏକ ଜୀବନ୍ତ ବଜ୍ରକାପ୍ତା ଜବତ କରିବା ସହ ଦୁଇ ଆନ୍ତଃରାଜ୍ୟ ବନ୍ୟଜନ୍ତୁ ଚାଲାଣକାରୀଙ୍କୁ ଗିରଫ କରିଛି। ଜବତ ବଜ୍ରକାପ୍ତାର ଓଜନ ୧୪…

ବାପାଙ୍କୁ ଟାଙ୍ଗିଆରେ ହାଣିଲା ପୁଅ

ନାରାୟଣପାଟଣା: ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ହାଣିବାକୁ ପଛାଇଲା ନାହିଁ ପୁଅ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକରେ ଏଭଳି ଘଟଣା ଦେଖିବାକୁ ମିଳିଛି । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ୍‌ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ଗୁରୁତର ଆହତ ସଦନ…

ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

କରଞ୍ଜିଆ : ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ। ଘରୋଇ କଳିକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ । ମୟୁରଭଞ୍ଜ ଜିଲ୍ଲା ଯଶିପୁର ଥାନା ମଣଦା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

ନାଳରେ ବୁଡ଼ି ମାଆ,ପୁଅ ମୃତ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକ ପସରା ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଳରେ ବୁଡିଯାଇ ଜଣେ ମହିଳା ଏବଂ ତାଙ୍କର ପାଞ୍ଚ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ପସରା ପଞ୍ଚାୟତ ପଖାଳଖିଆ ଗ୍ରାମ ଖଉବଣର…