୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍ କ୍ୟାନ୍ସର ଟୀକା
ଭୁବନେଶ୍ୱର: କିଶୋରୀଙ୍କୁ ମିଳିବ ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା । କିଶୋରୀମାନଙ୍କୁ ସର୍ଭାଇକାଲ୍ କ୍ୟାନ୍ସରରୁ ସୁରକ୍ଷିତ ରଖିବା ପାଇଁ ଖୁବଶୀଘ୍ର ସାରା ଭାରତରେ HPV ବା ହ୍ୟୁମାନ ପାପିଲୋମା ଭାଇରସ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେଉଛି। ଓଡ଼ିଶାରେ ୨୮…







