ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ହେଡକ୍ଵାର୍ଟର ଛାଡ଼ିବେନି ଅଧିକାରୀ
ବ୍ରହ୍ମପୁର : ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଉତ୍ତର ଆଣ୍ଡାମାନ ସାଗର ଏବଂ ଏହା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ରୂପ ନେଇଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତିକରି ୨୧ ତାରିଖ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ…
















