ଜିଲ୍ଲା ବିକାଶସମନ୍ୱୟ ଏବଂ ମନିଟରିଂ (ଦିଶା)କମିଟିର ବୈଠକ

ଦେବଗଡ଼:ସ୍ଥାନୀୟ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ବିକାଶ ସମନ୍ୱୟ ଏବଂ ମନିଟରିଂ କମିଟି(ଦିଶା)ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ଜିଲ୍ଲାର ପ୍ରଗତି ଓ ଭିତ୍ତିଭୂମି ବିକାଶର ସମୀକ୍ଷା କରିଛନ୍ତି। ଏହାସହିତ କେନ୍ଦ୍ର…

Continue reading
ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଖିରି ବଣ୍ଟନ

ଦେବଗଡ: ଗଣେଶ ପୂଜା ଅବସରରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଖିରି ବଣ୍ଟନ କରାଯାଇଥିଲା। ଜ଼ିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁର କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ | ଅନ୍ୟମାନଙ୍କ ମଧ୍ୟରେ ତିଲେଇବଣି ଏବିଇଓ ସୁଶାନ୍ତ କୁମାର ସାହୁ, ବିଭାଗୀୟ ଅଧିକାରୀ ପ୍ରଶାନ୍ତ…

Continue reading
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ବଲପୁର ଏବଂ ସମଗ୍ର ପଶ୍ଚିମ ଓଡ଼ିଶାର…

Continue reading
୧୯ରେ ବାତ୍ୟା ଆକଳନ: ଆଇଏମ୍‌ଡି

ଭୁବନେଶ୍ବର: ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ନେଇ ଚର୍ଚ୍ଚା ଭିତରେ ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି।…

Continue reading
ପୁରୀରେ ଖଜା ଦୋକାନରେ ଚଢଉ

ପୁରୀ : ଖଜା ଦୋକାନରେ ଚଢାଉ। ଗୁରୁବାର ସକାଳୁ ସକାଳୁ ପୁରୀର କେତେକ ଖଜା ଓ ଗଜା ଦୋକାନରେ ଚଢାଉ କରାଯାଇ ଜୋରିମାନା ଆଦାୟ କରାଯାଇଛି। ଖଜା ଓ ଗଜା ପ୍ରସ୍ତୁତି କେନ୍ଦ୍ରରେ ଖାଦ୍ୟ ନିରାପତ୍ତା ଅଧିକାରୀ ଏବଂ ପୁଲିସ ମିଳିତ…

Continue reading
୩ ଓରାଙ୍ଗଉଟାନଙ୍କୁ ରକ୍ତହୀନତା

ଭୁବନେଶ୍ବର : ଭୋଗରାଇରୁ ୫ ଓରାଙ୍ଗଉଟାନ ଉଦ୍ଧାର ଘଟଣାରେ ଏସ୍‌ଟିଏଫ୍‌କୁ ଆଉ ଏକ ସୁରାକ୍‌ ମିଳିଛି। ଓରାଙ୍ଗଉଟାନ ଚାଲାଣ ଚେର ବିଦେଶକୁ ଲମ୍ବିଛି। ଇଣ୍ଡୋନେସିଆରୁ ବାଂଲାଦେଶ, ଭାରତରୁ ଥାଇଲ୍ୟାଣ୍ଡ ପର୍ଯ୍ୟନ୍ତ ଲମ୍ବିଛି ସାମ୍ରାଜ୍ୟ। ବିଦେଶରେ ରହି ମାଫିଆ ପରିଚାଳିତ କରୁଥିବା ତଦନ୍ତରୁ…

Continue reading
ସୁଭଦ୍ରା ଯୋଜନାର ୨ ବର୍ଷ ପୂର୍ତ୍ତି ଆଜି

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନାରେ ନୂଆ ହିତାଧିକାରୀ ଅନ୍ତର୍ଭୁକ୍ତ କରିବା ନିମନ୍ତେ ପୁଣି ୨୦୨୭ ଏପ୍ରିଲରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷରେ ଉପନୀତ ଯୁବତୀ ଏଥିରେ ପଞ୍ଜୀକରଣ କରିପାରିବେ। ଏପ୍ରିଲ୍ ପହିଲାରୁ ୩୦ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରହିବ ବୋଲି…

Continue reading
ଗଣେଶ ଭସାଣ ଆକ୍ରମଣ: ବାପା ମୃତ, ପୁଅ ଗୁରୁତର

ଭଦ୍ରକ : ପୂର୍ବ ଶତ୍ରୁତାରୁ ରକ୍ତାକ୍ତ ହେଲା ଭଦ୍ରକ ! ଗଣେଶ ଭସାଣ ବେଳେ ବାପା-ପୁଅଙ୍କ ଉପରେ ମରଣାନ୍ତକ ଆକ୍ରମଣ । କାଚ ବୋତଲ ଓ ଭୁଜାଲିରେ ଆକ୍ରମଣ କରି ମର୍ଡର୍ । ମୃତକ ହେଲେ ଲକ୍ଷ୍ମୀଧର ଜେନା । ତାଙ୍କ…

Continue reading
ପାରାଦୀପରେ ‘ସାଗର କବଚ-୨’

ପାରାଦୀପ: ଚର୍ଚ୍ଚିତ ମୁମ୍ବାଇ ୨୬/୧୧ ଆତଙ୍କବାଦୀ ଆକ୍ରମଣରୁ ଶିକ୍ଷା ନେଇ ଉପକୂଳବର୍ତ୍ତୀ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଏହି ଉଦ୍ଦେଶ୍ୟରେ ପାରାଦୀପଠାରେ ଆରମ୍ଭ ହୋଇଛି ଦୁଇ ଦିନିଆ ମିଳିତ ସମରାଭ୍ୟାସ ‘ସାଗର କବଚ-୨’ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…

Continue reading
ପରସ୍ପରକୁ ଫିଙ୍ଗିଲେ ବୋମା: ବଡ଼ ଭାଇ ମୃତ, ସାନ ଗୁରୁତର

ଭୁବନେଶ୍ବର: ଚନ୍ଦକା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଦୁଇଟି ବୋମାମାଡ଼ରେ ଥରି ଉଠିଲା ଖୋର୍ଦ୍ଧା ଚନ୍ଦକା ଥାନା ମହୁଲି ଗାଁ ଅଞ୍ଚଳ। ଦୁଇ ଭାଇଙ୍କ ମଧ୍ୟରେ ଝଗଡ଼ାକୁ ପରସ୍ପରକୁ ଫିଙ୍ଗିଲେ ବୋମା । ବୋମା ମାଡ଼ରେ ଜଣେ ଭାଇ ମୃତ। ଅନ୍ୟଜଣେ ଜଣେ…

Continue reading