ଖୁସିଖବର : ନଭେମ୍ବର ସୁଦ୍ଧା ସରିବ ଅଧ୍ୟାପକ ନିଯୁକ୍ତି  

ଭୁବନେଶ୍ୱର, ଅକ୍ଟୋବର ୩: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ମାନ୍ୟବର ରାଜ୍ୟପାଳ…

Continue reading
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବେ ‘ଟୁରିଷ୍ଟ ପୁଲିସ୍‌’

ଭୁବନେଶ୍ୱର, ୩ ।୧୦ : ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ନୂତନ ପରିଚୟ ପ୍ରଦାନ କରିବା ଏବଂ ବ୍ୟାପକ ପୁଞ୍ଜିନିବେଶକୁ ଆତ୍କୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ଭୁବନେଶ୍ୱରଠାରେ ‘ଓଡିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି…

Continue reading
ଚୋରି କରିବାକୁ ଘରେ ପଶିଥିଲା, ଯୁବତୀଙ୍କୁ ଏକା ପାଇ କରିଥିଲା ଦୁଷ୍କର୍ମ

‘ଚୋରି କରିବାକୁ ଘରେ ପଶିଥିଲା। ଘରେ ଯୁବତୀଙ୍କୁ ଏକା ପାଇ କରିଥିଲା ଦୁଷ୍କର୍ମ।’ ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ବନ୍ଧୁକ ଦେଖାଇ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଧରାପଡ଼ିବା ପରେ ସାମ୍ନାକୁ ଆସିଛି ଏହି ତଥ୍ୟ। ପୁଲିସ କମିଶନର ଡ. ଏସ ଦେବଦତ୍ତ…

Continue reading
ଓଡ଼ିଶାକୁ ପର୍ଯ୍ୟଟକଙ୍କ ସ୍ୱର୍ଗ ଭାବେ ଗଢ଼ିତୋଳିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଉଦଘାଟିତ ପର୍ଯ୍ୟଟନର ପ୍ରଚାର ପାଇଁ ନୂତନ ‘ଓଡ଼ିଶା ଟୁରିଜିମ୍ ପୋର୍ଟାଲ୍’ ଏବଂ ‘ଇନଭେଷ୍ଟମେଣ୍ଟ ଇନ୍‌ସେଣ୍ଟିଭ୍ ୱେବ୍ ଆପ୍ଲିକେଶନ୍’ର ଶୁଭାରମ୍ଭ ଭୁବନେଶ୍ୱର: ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ଏକ ନୂତନ ପରିଚୟ ପ୍ରଦାନ…

Continue reading
୫ରୁ ବଦଳିବ ପାଣିପାଗ; ୧୩ରେ ଲଘୁଚାପ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ଶୁଖିଲା ରହିବ ପାଗ । ୫ ତାରିଖ ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ,…

Continue reading
ରାଜଧାନୀ​‌ରେ ଆରମ୍ଭ ହେଲା ‘ଟ୍ରାଭେଲ ବଜାର’

ଭୁବନେଶ୍ୱର: ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ବିଶ୍ୱର ବିଭିନ୍ନ ପ୍ରାନ୍ତର ପର୍ଯ୍ୟଟନ ପ୍ରତିନିଧି। ଚନ୍ଦ୍ରଶେଖରପୁରସ୍ଥିତ ହୋଟେଲ ମେଫେୟାର ସାଂଚୁଆରିରେ ଆରମ୍ଭ ହେଲା ଭବ୍ୟ ‘ଟ୍ରାଭେଲ ବଜାର’। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୧୯୮୩ ବିଶ୍ୱକପ୍…

Continue reading
ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

Continue reading
ଗାନ୍ଧିମାର୍ଗରୁୁ ଅକ୍ଷୟ କୁମାରଙ୍କୁ ଉଠାଇନେଲା ପୁଲିସ

ଭୁବନେଶ୍ୱର,: ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରତ୍ୟାହାର ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିରେ ଅନଶନରେ ବସିଥିବା ନବ ନିର୍ମାଣ ଯୁବଛାତ୍ର ସଂଗଠନର ମୁଖ୍ୟ ଅକ୍ଷୟ କୁମାରଙ୍କୁ ପୁଲିସ ଶେଷରେ ଗାନ୍ଧିମାର୍ଗରୁ ଉଠାଇ ନେଇଛି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…

Continue reading
ମହିଳା ହକି ଦଳ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦୀର୍ଘ ୪୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇ ଏସିଆଡ୍‌ରେ ମହିଳା ହକିରେ ଭାରତ ଚାମ୍ପିଅନ ହେବାର ଗୌରବ ଲାଭ କରିଛି । ସ୍ୱର୍ଣ୍ଣ ସହ ମହିଳା ଦଳ ସିଧାସଳଖ ଆଗାମୀ ୨୦୨୮ ଅଲିମ୍ପିକ୍ସକୁ ଯୋଗ୍ୟତା ହାସଲ କରିବାରେ ସଫଳ ହୋଇଛି…

Continue reading
ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ

ହାଟଡିହୀ: କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ କେସ୍ ନଂ ୧୮୨/୨୬ ରୁଜୁ କରି ମୁଣ୍ଡୁକାଟି ଗ୍ରାମର ଅଭିଯୁକ୍ତ ରଞ୍ଜନ…

Continue reading