୩୬ ଘଣ୍ଟା ପରେ ମିଳିଲା ଅଟୋଚାଳକଙ୍କ ମୃତଦେହ
ବାଲିଅନ୍ତା: ବାଲିଅନ୍ତା କୁଆଖାଇ ନଦୀରେ ଅଟୋ ଚାଳକ ସଞ୍ଜୟ ସ୍ୱାଇଁ ନିଖୋଜ ଘଟଣାର ୩୬ ଘଣ୍ଟା ପରେ ତାଙ୍କ ମୃତଦେହ ଉଦ୍ଧାର ଉଦ୍ଧାର ହୋଇଛି l ବାଲିଅନ୍ତା ଅଗ୍ନିଶମ ବାହିନୀ ଦୀର୍ଘ ୩୬ ଘଣ୍ଟା କାଳ ସର୍ଚ୍ଚ ଅପରେସନ କରି ଶବ…
ବାଲିଅନ୍ତା: ବାଲିଅନ୍ତା କୁଆଖାଇ ନଦୀରେ ଅଟୋ ଚାଳକ ସଞ୍ଜୟ ସ୍ୱାଇଁ ନିଖୋଜ ଘଟଣାର ୩୬ ଘଣ୍ଟା ପରେ ତାଙ୍କ ମୃତଦେହ ଉଦ୍ଧାର ଉଦ୍ଧାର ହୋଇଛି l ବାଲିଅନ୍ତା ଅଗ୍ନିଶମ ବାହିନୀ ଦୀର୍ଘ ୩୬ ଘଣ୍ଟା କାଳ ସର୍ଚ୍ଚ ଅପରେସନ କରି ଶବ…
ନନ୍ଦନକାନନରେ ରହିବେ କି ଓରାଙ୍ଗଉଟାନ ? ଏ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ନନ୍ଦନକାନନରେ ଯତ୍ନର ସହ ଓରାଙ୍ଗଉଟାନଙ୍କୁ ରଖାଯାଇଛି ବୋଲି କହିଛନ୍ତି ମନ୍ତ୍ରୀ। ନନ୍ଦନକାନନରେ ସ୍ଥାୟୀ ଭାବେ ରଖିବାକୁ ସେଣ୍ଟ୍ରାଲ…
କଟକ: କଟକରେ ଜଣେ ଘରୋଇ କଲେଜ ଛାତ୍ରଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ସିଡିଏ ଅଞ୍ଚଳରେ ଥିବା ଏକ ଘରୋଇ କଲେଜରୁ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଥିବା ଜଣାପଡ଼ିଛି। ଗତକାଲି ରାତିରେ ଏହି ଦୁଃଖଦ ଘଟଣା ଘଟିଥିବା ସୂଚନା…
ଚନ୍ଦ୍ରଶେଖରପୁର: ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ରୋଷେଇ କରିବାକୁ ଆସୁଥିବା ଜଣେ ମହିଳାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଘର ମାଲିକକୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୁଲିସ । ସେ ହେଲେ ରଞ୍ଜନ କୁମାର ମହାରଣା । ଘର…
ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟରେ ଗଡ଼ିବ କ୍ୟାନ୍ସର କେୟାର ଭ୍ୟାନ୍ । ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ୟାନ୍ସର କେୟାର କ୍ଷେତ୍ରରେ ଓଡ଼ିଶାକୁ ଏକ ମଡେଲ୍ ରାଜ୍ୟରେ ପରିଣତ କରିବା ଲକ୍ଷ୍ୟ ରହିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ…
ଭୁବନେଶ୍ବର: ରାଜ୍ୟର ସ୍ୱାସ୍ଥ୍ୟ ସୂଚକାଙ୍କରେ ଆହୁରି ଉନ୍ନତି ଆଣିବା ପାଇଁ ତୃଣମୂଳସ୍ତରରେ ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM)ର ବିଭିନ୍ନ ଯୋଜନାକୁ ଅଧିକ ଫଳପ୍ରଦ ଓ ଲକ୍ଷ୍ୟଭିତ୍ତିକ ଭାବେ କାର୍ଯ୍ୟକାରୀ କରିବା ଉପରେ ଜୋର ଦିଆଯାଇଛି । ୨୦୨୬-୨୭ ବର୍ଷର କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…
ଭୁବନେଶ୍ବର: ବାଲେଶ୍ୱର ଭୋଗରାଇରୁ ଉଦ୍ଧାର ପରେ ଭୁବନେଶ୍ୱରରେ ପହଞ୍ଚିଥିବା ୫ ଓରାଙ୍ଗଉଟାନଙ୍କୁ ନେଇ ନନ୍ଦନକାନନରେ ଆରମ୍ଭ ହୋଇଛି ସ୍ୱତନ୍ତ୍ର ଯତ୍ନ ଓ ନିରୀକ୍ଷଣ । ଭେଟେରିନାରୀ ହସ୍ପିଟାଲର କ୍ୱାରେଣ୍ଟାଇନ୍ ରୁମ୍ରେ ସେମାନଙ୍କୁ ରଖାଯାଇଛି। ପ୍ରାଥମିକ ସ୍ୱାସ୍ଥ୍ୟ ପରୀକ୍ଷା ପରେ ସମସ୍ତେ ଏବେ…
ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ବଢିବ ବର୍ଷାର ପ୍ରକୋପ । ଦାଉ ସାଧିବ ଭୀଷଣ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି । ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା…
ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନାରୀ ସଶକ୍ତିକରଣ ଓ ସଚେତନତା କାର୍ଯ୍ୟକ୍ରମ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଙ୍କ ନିମନ୍ତେ ଆତ୍ମସୁରକ୍ଷା ତାଲିମ କାର୍ଯ୍ୟକ୍ରମର ଉଦ୍ଘାଟନୀ ଦିବସ ପାଳିତ ହୋଇଯାଇଛି। ନାରୀମାନଙ୍କୁ ନିଜ ସୁରକ୍ଷା ପ୍ରତି ସଚେତନ କରିବା…
ଭୁବନେଶ୍ୱର:ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା ସହିତ ୧୨…