ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ

ଭୁବନେଶ୍ଵର : ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ । ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ସହୟତା ରାଶିକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି କଲେ ସରକାର । ଶିଶୁ ବାଟିକାରୁ ଦ୍ୱାଦଶ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ବ୍ୟବସ୍ଥା ଲାଗୁ ହେବ…

Continue reading
ଜୀବନ ଜ୍ୟୋତି ମହାବିଦ୍ୟାଳୟର ୪୧ତମ ସ୍ଵନକ୍ଷତ୍ର ଦିବସ ପାଳିତ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟର ୪୧ତମ ସ୍ଵନକ୍ଷତ୍ର ଦିବସ ମହାବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଦୀର୍ଘ ୪୧ ବର୍ଷର ଯାତ୍ରା, ଶିକ୍ଷା କ୍ଷେତ୍ରରେ ଏହାର ଅବଦାନ…

Continue reading
ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶକୁ ଏନକାଉଣ୍ଟର

ଖଇରା : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଡ଼ା ଛକ ନିକଟରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶକୁ ଏନକାଉଣ୍ଟର କରିଛି ପୁଲିସ।ଗତକାଲି ବିଳମ୍ବିତ ରାତିରେ ରାଣୀତାଲ-କୁପାରୀ ରୋଡରେ ପୁଲିସ ଓ ଦୁର୍ବୃତ୍ତଙ୍କ ମଧ୍ୟରେ ହୋଇଥିଲା ଗୁଳି ବିନିମୟ। ସୂଚନା ଅନୁସାରେ, ଦୁଇ ଜଣ…

Continue reading
ବିଜ୍ଞପ୍ତି ପ୍ରକାଶ:୨୨ରୁ ବିଧାନସଭା

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ସପ୍ତମ ତଥା ମୌସୁମି ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବୋଲି ଗୁରୁବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଏଥିରେ ୮ଟି ସରକାରୀ ଏବଂ ଗୋଟିଏ…

Continue reading
ଆଜି ସିଏମ୍-କିଷାନ ସହାୟତା

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ସିଏମ୍-କିଷାନ (ରବି ୨୦୨୬-୨୭) ଯୋଜନା ଅନ୍ତର୍ଗତ ଆର୍ଥିକ ସହାୟତା ରାଶି ହସ୍ତାନ୍ତର କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହେବ। ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ…

Continue reading
୧୪ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦୋନ୍ନତି

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ପ୍ରଶାସନିକ ସେବା (ଓଏଏସ୍‌)ର ୧୪ ଜଣ ଅଧିକାରୀଙ୍କୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)କୁ ପଦୋନ୍ନତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କ୍ରମେ ଏହି ପଦୋନ୍ନତି ଦିଆଯାଇଥିବା ନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

Continue reading
୭ ଦିନ ଯାଏ ବର୍ଷା ସ୍ଥିତି

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ କେଉଁଠି ଅସରାଏ…

Continue reading
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ରାଜ୍ୟ ଯୋଗାଣ ନିଗମର ୪୭ତମ ପ୍ରତିଷ୍ଠା ଦିବସ ଆଜି ନିଗମ ପରିସରରେ ପାଳିତ ହୋଇଯାଇଛି । ୧୯୮୦ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ନଗମ ଏହାର ଯାତ୍ରା ବଜାୟ ରଖିଛି । କୃଷକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ…

Continue reading
ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ଇଡ୍‌କୋ:୩୭ଟି ପ୍ରକଳ୍ପକୁ ଜମି ବଣ୍ଟନ କମିଟିର ଅନୁମୋଦନ

ଭୁବନେଶ୍ୱର: ଓଡ଼ିଶାରେ ଶିଳ୍ପ ବିକାଶକୁ ଅଧିକ ଗତିଶୀଳ କରିବା ଏବଂ ନିବେଶକଙ୍କ ପାଇଁ ବ୍ୟବସାୟିକ ସୁଗମତା ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ (ଇଡ୍‌କୋ)ର ଜମି ବଣ୍ଟନ କମିଟି ୩୭ଟି ପ୍ରକଳ୍ପ…

Continue reading
ଓୟୁଏଟି ଅଧୀନରେ ଖୋଲିବ 4 ମହାବିଦ୍ୟାଳୟ

ଭୁବନେଶ୍ବର: କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଶିକ୍ଷା, ଗବେଷଣା, ପ୍ରସାର ଏବଂ ଦକ୍ଷତା ବିକାଶ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ଆହୁରି 4 ଟି ମହାବିଦ୍ୟାଳୟ ଖୋଲିବାକୁ ଯାଉଛନ୍ତି । କୃଷି ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାରଙ୍କ ଅନୁମୋଦନ…

Continue reading