vigilance trap ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର: କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ ରବିବାର ସାରେ ଜଣେ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଲାଞ୍ଚ ଟଙ୍କା ନେଉଥିବା…

Continue reading
arrested ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର: ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର ସାହିର କେ.ଉଦୟନାଥ ଆଚାରୀ (୪୭) ।ଉଦୟନାଥ ତାଙ୍କ ଶାଳକଙ୍କୁ ଏସିଡ ଫିଙ୍ଗିଥିଲେ। ପୀଡ଼ିତଙ୍କ ଅଧା ପୋଡ଼ିଯାଇଥିବା…

Continue reading
ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ଉଦଯାପିତ

ଦେବଗଡ଼:ଜିଲ୍ଲା ପ୍ରସାଶନ,ଜିଲ୍ଲା କ୍ରୀଡ଼ା ବିଭାଗ ଓ ଜିଲ୍ଲା କ୍ରୀଡା ସଂସଦ ମିଳିତ ସହଯୋଗରେ ତିନିଦିନ ପର୍ଯ୍ୟନ୍ତ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ଉଦଯାପିତ ହୋଇଯାଇଅଛି। ଉଦଯାପନୀ ଦିବସରେ ସକାଳେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଏକ ସାଇକଲ ରାଲି ଅନୁଷ୍ଠିତ ହୋଇଥିଲା ।…

Continue reading
ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ରକ୍ତଦାନ ଶିବିର

ଦେବଗଡ଼:ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ପୌର ପରିଷଦ ପକ୍ଷରୁ ଆଜି ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି। ପୌର ନିର୍ବାହୀ ଅଧିକାରୀ କଳିଙ୍ଗ ଆଶିଷ ଶତପଥିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ରକ୍ତଦାନ ଶିବିରକୁ ‌ପୌରାଧ୍ୟକ୍ଷା ଶାନ୍ତି…

Continue reading
ନାବାଳିକାକୁ ଦୁଷ୍କର୍ମ ଘଟଣା, ୨ ଗିରଫ

ଦେବଗଡ:ବାରକୋଟ ଥାନାର ଜଣେ ନାବାଳିକାକୁ ଦୁ‌ଷ୍କର୍ମ ହୋଇଥିବା ନେଇ ବାରକୋଟ ଥାନାରେ ଅଭିଯୋଗ ହୋଇଛି।ଅଭିଯୋଗ ପାଇବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଉକ୍ତ ଘଟଣାରେ ପୁଲିସ ଆଜି ବାରକୋଟ ଥାନାର ମସିନ୍ତା ଗ୍ରାମର ବସନ୍ତ…

Continue reading
ପଞ୍ଚପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କଦମଦର୍ହ ଠାରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା

ଦେବଗଡ଼ : ତିଲେଇବଣି ବ୍ଲକ ଧୋବଲିପଥର କ୍ଲଷ୍ଟର ପଞ୍ଚପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କଦମଦର୍ହ ଠାରେ କାର୍ଯ୍ୟରତ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ନବଘନ ସାହୁ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଅଛି। ଧୋବଲିପଥର ଉନ୍ନୀତ ଉଚ୍ଚ ପ୍ରାଥମିକ…

Continue reading
ସଣ୍ଡେ ଅନ୍ ସାଇକେଲ’ ରାଲି ସହ ଉଦ୍‌ଯାପିତ ହେଲା ଜାତୀୟ କ୍ରୀଡ଼ା ଦିବସ

ଭୁବନେଶ୍ୱର: ଏକ ସୁସ୍ଥ, ସବୁଜ ଏବଂ ଫିଟ୍ ଓଡ଼ିଶା ଗଢ଼ିବା ଲକ୍ଷ୍ୟରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ କ୍ରୀଡ଼ା ଦିବସ ୨୦୨୬ ର ଉଦ୍‌ଯାପନୀ ଉତ୍ସବ ଅବସରରେ ‘ସଣ୍ଡେ ଅନ୍ ସାଇକେଲ’ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ…

Continue reading
cm mohan majhi ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ରାଷ୍ଟ୍ର ନିର୍ମାଣ ଓ ଯୁବଶକ୍ତି ପାଇଁ ଅସରନ୍ତି ପ୍ରେରଣାର ଉତ୍ସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୩୭ ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ ଶ୍ରୀ ବାଲୁଙ୍କେଶ୍ୱର ମହାଦେବ ପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ଯମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରଧାନମନ୍ତ୍ରୀଙ୍କ…

Continue reading
cm mohan majhi ମେଗା ସଦସ୍ୟତା ଅଭିଯାନ “ସମ୍ବନ୍ଧ”ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଘରେ ଘରେ ପହଂଚିବ ସମବାୟ ସେବା ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି । ଆସନ୍ତା ମଙ୍ଗଳବାର ସେପ୍ଟେମ୍ବର ୧ ତାରିଖ ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ରାଜ୍ୟର ସମବାୟ କ୍ଷେତ୍ରର ସମ୍ପ୍ରସାରଣ…

Continue reading
୭ ଦିନ ବଢ଼ିଲା ଧାନ ପଞ୍ଜିକରଣ ଅବଧି

ଭୁବନେଶ୍ବର : ଚାଷୀଙ୍କ ପାଇଁ ଖୁସି ଖବର । ଆହୁରି ସପ୍ତାହେ ବଢ଼ିଲା ଧାନ ପଞ୍ଜିକରଣ ଅବଧି। ଆଗଷ୍ଟ ୩୧ରେ ସରୁଥିବା ପଞ୍ଜିକରଣ ଅବଧି କୁ ୭ ଦିନ ଘୁଞ୍ଚାଇଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

Continue reading