ମନ୍ କି ବାତ୍ରେ ଓଡ଼ିଶାର ମୈଥିଲି ଭୁଏ
ଭୁବନେଶ୍ୱର: ୧୩୭ ତମ ମନ୍ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ବଡ଼ ବାର୍ତ୍ତା ଦେଇଛନ୍ତି । ଓଡ଼ିଶାର ମୈଥିଲି ଭୁଏଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡେବ୍ରିଗଡ଼ରେ କେନ୍ଦୁପତ୍ର…
















