ଦନ୍ତ ଚିକିତ୍ସକଙ୍କ ପାଇଁ ମାସିକ ୨୦,୦୦୦ ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କ ପାଇଁ ଏକ ବଡ଼ ପ୍ରୋତ୍ସାହନ ଘୋଷଣା କରାଯାଇଛି।ସରକାରଙ୍କ ନୂତନ ନିଷ୍ପତ୍ତି ଅନୁଯାୟୀ, ଏନଏମସି ଦ୍ୱାରା ସ୍ୱୀକୃତ ମେଡିକାଲ…

Continue reading
ପୋଲିସ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ୧୦ ମାର୍ଗଦର୍ଶନ

-ଡିଜିପି-ଆଇଜିପି ସମ୍ମିଳନୀରେ ଭବିଷ୍ୟତର ‘ସ୍ମାର୍ଟ ପୋଲିସିଂ’ ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମହିଳାବିରୋଧୀ ହିଂସାରେ ଦଣ୍ଡବିଧାନ ହାର ୪୦ ପ୍ରତିଶତକୁ ବୃଦ୍ଧି ପାଇଛି, ଏହାକୁ ଅତି କମ୍‌ ରେ ୭୫%କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ତଦନ୍ତ ପ୍ରକ୍ରିୟାରେ ବୃତ୍ତିଗତ ଦକ୍ଷତା,…

Continue reading
ଜାତୀୟ କ୍ରୀଡା ଦିବସ ଅବସରରେ କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଭୁବନେଶ୍ୱର : କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ତଥା ଜାତୀୟ କ୍ରିଡା ଦିବସ ଅବସରରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସ ଠାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ର କୃତୀ ଖେଳାଳିମାନଙ୍କୁ…

Continue reading
‘ଖେଳିବ ଓଡ଼ିଶା, ଜିତିବ ଓଡ଼ିଶା’ ମନ୍ତ୍ରରେ ଓଡ଼ିଶାକୁ ବିଶ୍ୱର କ୍ରୀଡ଼ା ରାଜଧାନୀ କରିବା ପାଇଁ ନିରବଚ୍ଛିନ୍ନ ଉଦ୍ୟମ ଜାରି ରହିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ରାଜ୍ୟ ସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର କୃତୀ କ୍ରୀଡ଼ାବିତ୍, ପ୍ରଶିକ୍ଷକ ଓ ସାହସୀ…

Continue reading
ଭରଣପୋଷଣ ସହାୟତା ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ୱର: କୋର୍ଟର ନିର୍ଦ୍ଦେଶ ସତ୍ୱେ ସ୍ୱାମୀଙ୍କ ଠାରୁ ଭରଣପୋଷଣ ପାଉ ନଥିବା ମହିଳା ଏବଂ ସନ୍ତାନସନ୍ତତିଙ୍କ ଚିନ୍ତା ଦୂର ହୋଇଛି । ଏଭଳି ପୁରୁଷ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି…

Continue reading
ଧରା ପଡ଼ିଲେ ୪ ଚୋର, ୯ଛେଳି ଓ ୨ଟି କାର ଜବତ

ନିମାପଡ଼ା : ଶୁକ୍ରବାର ରାତ୍ରରେ ଚାରିଛକ ଥାନା ଅନ୍ତର୍ଗତ ଚଉରାଶି ଗ୍ରାମର ଜନୈକ ବ୍ୟକ୍ତିଙ୍କ ଗୁହାଳରୁ ଛେଳି ଚୋରୀ କରି ୨ଟି କାରରେ ନେବା ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡିଛନ୍ତି ୪ ଛେଳି ଚୋର। ଗ୍ରାମବାସୀ ମାନେ ଛେଳି ଚୋରଙ୍କୁ…

Continue reading
ଓଏଭି ରାଇକିଆରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

‘ସମସ୍ତଙ୍କ ପାଇଁ କ୍ରୀଡ଼ା’ ବାର୍ତ୍ତା ନେଇ ସଚେତନତା ରାଲି ରାଇକିଆ-୨୯-୨୬-ମହାନ ହକି ଖେଳାଳି ତଥା ହକିର ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅବସରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରାଇକିଆ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ…

Continue reading
FIRE IN RTO OFFICE ଗଜପତି ଆରଟିଓ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ…

Continue reading
LAW AND ORDER SITUATION ODISHA ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୋଲିସ ଭବନରେ ଚାଲିଛି ଡିଜିପି ଓ ଆଇଜିପି ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରୁଛନ୍ତି। ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଓ ପୋଲିସ ଆଧୁନିକୀକରଣ ନେଇ ହେଉଛି ବିସ୍ତୃତ ଆଲୋଚନା। ଏହାସହ ପୂର୍ବରୁ ଅନୁଷ୍ଠିତ ପୋଲିସ ଡିଜି…

Continue reading
GUN SHOOT ଦୁୃର୍ବୃତ୍ତଙ୍କ ଗୁଳିମାଡ଼ରେ ମାଂସ ଦୋକାନୀ ମୃତ

ସମ୍ବଲପୁର: ସମ୍ବଲପୁରର ବୁର୍ଲାରେ ଗୁଳିମାଡ଼। ଦୁୃର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ଅନିଶ କୁରେସୀଙ୍କର ମୃତ୍ୟୁ। ଦୁୃର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି। କିର୍ବା ଛକରେ ତାଙ୍କୁ ଗୁଳି ମରା ଯାଇଛି। ସେ ପୂର୍ବରୁ ପିସି ବ୍ରିଜରେ ମାଂସ ଦୋକାନ କରିଥିଲେ। ଅନିଶ୍…

Continue reading