କଲା ପଞ୍ଚାୟତ ଡିଗ୍ରୀ କଲେଜରେ ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ
ଦେବଗଡ଼:ବାରକୋଟ ବ୍ଲକର କଲା ପଞ୍ଚାୟତ ଡିଗ୍ରୀ କଲେଜରେ ପ୍ରଧାନମନ୍ତ୍ରୀଙ୍କ ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କଲେଜର ଅଧ୍ୟକ୍ଷ ଶାନ୍ତନୁ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି ସଭାପତି ଅରୁଣ କୁମାର ସାହୁ ମୂଖ୍ୟ ଅତିଥି,ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ…
















