ହାଇକୋର୍ଟରେ ନିଯୁକ୍ତି ପାଇଲେ ୩୬ଜଣ ‘ସରକାରୀ ଓକିଲ’
ଭୁବନେଶ୍ୱର: ରାଜ୍ୟ ସରକାର ୩୬ଜଣ ବରିଷ୍ଠ ଓକିଲଙ୍କୁ ଓଡ଼ିଶା ହାଇକୋର୍ଟରେ ସରକାରୀ ଓକିଲ ଭାବେ ନିଯୁକ୍ତି ଦେଇଛନ୍ତି । ଏମାନଙ୍କ ବ୍ୟତୀତ ଅନ୍ୟ ୪୭ଜଣଙ୍କୁ ହାଇକୋର୍ଟରେ ‘ଷ୍ଟାଣ୍ଡିଂ କାଉନସେଲ’ ଭାବେ ମଧ୍ୟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ୟ୍ୟନ୍ତ ଅବସ୍ଥାପିତ କରାଯାଇଛି । ରାଜ୍ୟରେ…












