କେଜ୍ରିୱାଲଙ୍କ ‘ଆମ୍ବେଦକର ବୃତ୍ତି”
ସମ୍ବିଧାନ ପ୍ରଣେତା ଡ ବିଆର ଆମ୍ବେଦକରଙ୍କ ନାଁରେ ଦଳିତ ଶିକ୍ଷାର୍ଥୀଙ୍କ ପାଇଁ ସ୍କଲାରଶିପ୍ ବା ବୃତ୍ତି ଘୋଷଣା କରିଛନ୍ତି ଆପ୍ର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ। ବର୍ତ୍ତମାନ ଦେଶରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ପ୍ରସଙ୍ଗରେ ଦେଇଥିବା ବୟାନକୁ…










