ବ୍ୟାଟ୍ ମିଣ୍ଟନ ହବ୍ ହେବ ଭୁବନେଶ୍ବର

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି ବହୁ ପ୍ରତୀକ୍ଷିତ ଆଇକନିକ୍ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର୍ ‘ଦ ସଟଲ୍’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡମିଣ୍ଟନ ଆସୋସିଏସନ୍ ଅଫ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ୱଶର୍ମା ଏବଂ…

Continue reading
ଶ୍ରୀମନ୍ଦିରରେ ଓମଫେଡ ଘିଅ ପ୍ରବେଶ ପରଠୁ ଅବଢାର ମୂଲ୍ୟ ବଢିଲା

ଶ୍ରୀମନ୍ଦିରରେ ଓମଫେଡ୍ ଘିଅ ପ୍ରବେଶ ପରଠୁ ଅମୂଲ ମୂଲ ଅବଢ଼ା। ମହାପ୍ରସାଦ, ଖଜାଠୁ ନେଇ ପିଠା, ସବୁର ଦାମ ପ୍ରାୟ ଦୁଇଗୁଣା ବଢ଼ିଯାଇଛି। ଯାହାକୁ ନେଇ ଅସନ୍ତୁଷ୍ଟ ଉଭୟ ଭକ୍ତ ଓ ସେବାୟତ। ସବ୍‌ସିଡି ଦରରେ ଶ୍ରୀମନ୍ଦିରକୁ ଓମ୍‌ଫେଡ ଘିଅ ଯୋଗାଣ…

Continue reading
ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା…

Continue reading
ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା

ପୁରୀ: ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵ ଶର୍ମା। ସରକାର ଆଜିର ଦିନରେ ଠିକ୍ ୬ ମାସ ପୂରଣ କରିଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେବାର ସୌଭାଗ୍ୟ ମିଳିଛି ବୋଲି ସେ କହିଥିଲେ। ଓଡ଼ିଶା ବାସୀଙ୍କୁ…

Continue reading
ଚାଞ୍ଚଲ୍ୟ: ମାର୍ଗଶିର ଗୁରୁବାରରେ ମହିଳାଙ୍କ ତଣ୍ଟି କାଟିଦେଲେ

ଦଶପଲ୍ଲା : ନୟାଗଡ଼ ଜିଲା ବାଣିଗୋଚ୍ଛା ଥାନା ଗଙ୍ଗାଡିହ ଗାଁ ରାସ୍ତାକଡ଼ରୁ ଗୁରୁବାର ତଣ୍ଟିକଟା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। କେହି ମହିଳାଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ…

Continue reading
ଡିସେମ୍ୱର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆଗାମୀ ଡିସେମ୍ବର ୧୬ ତାରିଖ (ସୋମବାର)ରେ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗତ ଅକ୍ଟୋବର ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ…

Continue reading
ଓଡ଼ିଶା କ୍ରୀଡ଼ାରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ: ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ସରକାର କ୍ରୀଡାକୁ ଆଗ୍ରାଧିକାର ଦେଇ ରାଜ୍ୟରେ କ୍ରୀଡା ଭିତ୍ତିଭୂମିକୁ ସୁଦୃଢ କରିବାକୁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଗୁରୁବାର କଳିଙ୍ଗ ଷ୍ଟାଡିୟମ ପରିସରରେ ନିର୍ମିତ ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Continue reading
ବିଜେପିକୁ ନବୀନ ମଧ୍ୟ ପଳାଇ ଆସିବେ: ଜୟନାରାୟଣ

ଭୁବନେଶ୍ୱର: ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ପୁଣି ବିଜୁ ଜନତା ଦଳକୁ ତାଚ୍ଛଲ୍ୟ କରିଛନ୍ତି । ସେ କହିଛନ୍ତି ଯେ ବିଜେଡି ଭାଙ୍ଗିଯାଉ ବୋଲି ବିଜେପି ଚାହୁଁନାହିଁ । ଦଳଟା ଥାଉ, ଶତ୍ରୁ ବଞ୍ଚି ଥାଆନ୍ତୁ । ଆଉ ଅପମାନିତ…

Continue reading
ଜାନୁଆରୀରେ ରାଜ୍ୟ ବିଜେପିର ନୂଆ ସଭାପତି ନିର୍ବାଚନ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ମାସରେ ରାଜ୍ୟ ବିଜେପିର ନୂଆ ସଭାପତି ପାଇଁ ନିର୍ବାଚନ ହେବ । ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏନେଇ ଗୁରୁବାର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବିଜେପି ଏକ ଗଣତାନ୍ତ୍ରିକ ଦଳ ।…

Continue reading
ବିଜେଡି ଇତିହାସ ଶେଷ ହୋଇଯିବ: ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ଓଡ଼ିଶା ଆସି ବିଜେଡି ଉପରେ ବର୍ଷୁଥିଲେ । ଆଉ ଏବେ ନିର୍ବାଚନ ପରେ ବି ଓଡ଼ିଶା ଆସି ବିଜେଡି ଉପରେ ବର୍ଷୁଛନ୍ତି । ଆମେ କହୁଛୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଦୁଇ ଦିନିଆ ଓଡ଼ିଶା…

Continue reading