୫ ହଜାର ଗୃହରକ୍ଷୀ ପଦବୀ ସୃଷ୍ଟି କରାଯିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଇଆର୍‌ଏସ୍‌ଏସ୍‌ ଯାନ ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଆହୁରି ସଶକ୍ତ ହେବ ଗୃହ ବିଭାଗ। ପୋଲିସ ବିଭାଗ ୧୦ ହଜାର ପଦବୀ ପୂରଣ ହେବ। ୫ ହଜାର ଗୃହରକ୍ଷୀ ପଦବୀ ସୃଷ୍ଟି କରାଯିବ…

Continue reading
ଭୁବନେଶ୍ୱରରେ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପହଞ୍ଚିଛନ୍ତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀ ବିଶ୍ୱଶର୍ମା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବିମାନବନ୍ଦରରୁ ସେ ସିଧାସଳଖ ପୁରୀ ଯାଇ…

Continue reading
ଉଦ୍‌ଘାଟନ୍ କଲେ ମୁଖ୍ୟମନ୍ତ୍ରୀ, ଗଡ଼ିଲା ଇଆର୍‌ଏସ୍‌ଏସ୍‌ ଯାନ

ଭୁବନେଶ୍ୱର: ଦୈତନଗରୀରେ ଗଡ଼ିଲା ୩୦ଟି ଆପାତକାଳୀନ ପ୍ରତିକ୍ରିୟା ସହାୟତା ପ୍ରଣାଳୀ (ଇଆର୍‌ଏସ୍‌ଏସ୍‌) ଯାନ ।ପୁଲିସ ସେବା ଭବନରେ ସବୁଜ ପତାକା ଦେଖାଇ ଉଦ୍‌ଘାଟନ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଇଆର୍‌ଏସ୍‌ଏସ୍‌ ଯାନ ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରାୀ ବଡ଼ ଘୋଷଣା…

Continue reading
ଓଡ଼ିଶାରେ ଏନଆଇଏ ରେଡ

ମାଲକାନଗିରି: ଓଡ଼ିଶାରେ ଏନଆଇଏ ପକ୍ଷରୁ ରେଡ କରାଯାଇଛି । ମାଲକାନଗିରି ମୋଟୁ ଅଞ୍ଚଳରେ ଏନଆଇଏ ପକ୍ଷରୁ ଚଢ଼ଉ କରାଯାଇଛି । ମୋଟୁ ଥାନା ଅନନ୍ତପାଲି ଗ୍ରାମରେ ଏହି ଚଢ଼ଉ କରାଯାଇଛି । ସୁକୁମାର ୨ଟି ସ୍ଥାନରେ ମଧ୍ୟ ଏନଆଇଏ ରେଡ କରୁଛି…

Continue reading
ଆଜି ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା…

Continue reading
ଦୁର୍ଘଟଣାରେ 1 ମୃତ୍,୨ ଗୁରୁତର

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଡୁମୁରୁଡ଼ିହା ଛକ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରାକ୍ଟର ସହିତ ଧକ୍କା ହେବା ପରେ ଏକ ପିଆଜ ବୋଝେଇ ଟ୍ରକ୍ ଜଳି ଯାଇଛି। ଏହା ସହିତ ଏକ…

Continue reading
ଶେଷ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ଶେଷ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ। ୧୬ ଟି କାର୍ୟ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ। ଅନିର୍ଦ୍ଧିଷ୍ଟ କାର୍ୟ୍ୟକାଳ ପାଇଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ଏହି ଅଧିବେଶନରେ ୧୨ ଟି କାର୍ୟ୍ୟ ଦିବସ…

Continue reading
ପୂର୍ବ ସରକାରଙ୍କ ଆଳୁ ମିଶନ ଫେଲ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ପୂର୍ବ ସରକାରଙ୍କ ଆଳୁ ମିଶନ ଫେଲ ମାରିଥିବା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି । ବୁଧବାର ବିଧାନସଭାରେ ଏହା କହିଛନ୍ତି ଶ୍ରୀ ସିଂହଦେଓ । ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଶାକୁ ଆଳୁ ଦେବାରେ ପଶ୍ଚିମବଙ୍ଗ ବ୍ଲାକମେଲ କରୁଛି । ଓଡ଼ିଶାରେ…

Continue reading
ଆଳୁ ଚାଷ ପାଇଁ ୬୪ କୋଟି ଖର୍ଚ୍ଚ

ଭୁବନେଶ୍ୱର: ରବି ଋତୁରେ ଆଳୁ ଚାଷ ପାଇଁ ୬୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ବୁଧବାର ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏହି ସୂଚନା ଦେଇଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ୧୫ ହଜାର ୨୩ ହେକ୍ଟର…

Continue reading
ଶୀତଳଭଣ୍ଡାର ବନ୍ଦକୁ ନେଇ ଗୃହରେ ଉଦବେଗ

ଭୁବନେଶ୍ୱର: ରାଜ୍ୟରେ ଶୀତଳ ଭଣ୍ଡାର ବନ୍ଦକୁ ନେଇ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଗଣେଶ୍ୱର ବେହେରା । ବିଜୁଳି ଦର ବୃଦ୍ଧି ଯୋଗୁ ଶୀତଳଭଣ୍ଡାର ବନ୍ଦକୁ ନେଇ ଶ୍ରୀ ବେହେରା ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି । ତେବେ…

Continue reading