ସହକାରୀ ବନ ସଂରକ୍ଷକଙ୍କର ପୁଳା ପୁଳା ସଂପତ୍ତି; କ୍ଲିକ୍ କରି ଦେଖନ୍ତୁ, କେମିତି ଘର କରିଛନ୍ତି

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସମ୍ବଲପୁରର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ସହକାରୀ ବନ ସଂରକ୍ଷକ (ଏସିଏଫ) ରେବତୀ ରମଣ ଯୋଶୀ। ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ ତାଙ୍କର ସମ୍ବଲପୁର ସ୍ଥିତ ସରକାରୀ ବାସଭବନ ସମେତ ୯ଟି ଠିକଣାରେ ଆଜି ଭିଜିଲାନ୍ସ…

Continue reading
ପ୍ରଫୁଲ ସାମଲଙ୍କୁ ମିଳିଲା ନୂଆ ଦାୟିତ୍ୱ

ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲଙ୍କୁ ମିଳିଛି ନୂଆ ଦାୟିତ୍ୱ। ତାଙ୍କୁ ବିଜୁ ଶ୍ରମିକ ସାମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ୬ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ପ୍ରଫୁଲ୍ଲ ସାମଲ। ୧୯୯୦ ଓ ୧୯୯୫ରେ…

Continue reading
ନବୀନ ଶାସନରେ ଏମଓୟୁ ସ୍ୱାକ୍ଷର କରି ପ୍ରକଳ୍ପରୁ ଓହରି ଯାଇଛନ୍ତି ୧୩ ବୃହତ୍ ଶିଳ୍ପ କମ୍ପାନୀ

ନବୀନ ପଟ୍ଟନାୟକ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନକରି ଓହରି ଯାଇଛନ୍ତି ୧୩ଟି ପ୍ରମୁଖ ଶିଳ୍ପ କମ୍ପାନୀ । ଏହି କମ୍ପାନୀଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ । ଆଜି ବିଧାନସଭାରେ ଶିଳ୍ପ…

Continue reading
ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି: ମୁଖ୍ୟମନ୍ତ୍ରୀ

ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି। ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା ASO ଚାକିରି। ଆଜି ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ଆଗତ କରି ଏଭଳି ସାଂଘାତିିକ ବୟାନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି,…

Continue reading
ଆଇନ ବ୍ୟବସ୍ଥାକୁ ସହଜ କରିପାରିଲେ ଗରିବ ଲୋକ ଉପକୃତ ହେବେ: ରାଷ୍ଟ୍ରପତି

ଭୁବନେଶ୍ବର: ନ୍ୟାୟ ମିଳିବାରେ ବିଳମ୍ବ ହେଲେ ନ୍ୟାୟ ନମିଳିବା ଭଳି ଅନୁଭବ ହୋଇଥାଏ। ନ୍ୟାୟିକ ବ୍ୟବସ୍ଥାରେ ଗରିବ ଲୋକମାନେ ଅଧିକ କଷ୍ଟ ଭୋଗୁଛନ୍ତି। ବାରମ୍ବାର କୋର୍ଟକୁ ଯିବା ପାଇଁ ସେମାନଙ୍କର ଲୋକବଳ ଓ ଅର୍ଥ ବଳ ନଥାଏ। ତେଣୁ ଗରିବ ଲୋକମାନେ…

Continue reading
୧୨,୧୫୬ କୋଟିର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ଗୃହୀତ

ଭୁବନେଶ୍ୱର: ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ୧୨,୧୫୬ କୋଟିର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ବାଚିନିକ ଭୋଟ୍‌ରେ ଗୃହୀତ ହୋଇଛି। ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ତାହା ଧାର୍ଯ୍ୟ ଅବଧି ଭିତରେ ଖର୍ଚ୍ଚ ହେବ। ଏଥିରେ ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ନାରୀ…

Continue reading
ଭୁବନେଶ୍ୱରଠାରେ ନ୍ୟାୟିକ ଅଦାଲତ ପରିସରକୁ ଉଦଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱରଠାରେ ନୂତନ ନ୍ୟାୟିକ ଅଦାଲତର ନବନିର୍ମିତ ଭବନକୁ ଉଦଘାଟନ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ ସମାବେଶକୁ ଉଦ୍‌ବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି, ଠିକ୍ ସମୟରେ ନ୍ୟାୟ ନମିଳିବା ଅନ୍ୟାୟ ସହିତ ସମାନ। ବିଚାର…

Continue reading
ବଡ଼ ଖବର : ଓଡ଼ିଶାର ଏହି ଜିଲ୍ଲାରେ ଅଛି ସୁନା ଖଣି

ଭୁବନେଶ୍ୱର: ଓଡିଶା ମାଟି ଖଣିଜ ସମ୍ପଦ ଭରା ହୋଇଥିବା ବେଳେ ରାଜ୍ୟର ଦୁଇଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଏନେଇ ଇସ୍ପାତ ଏବଂ ଖଣିଜ ସମ୍ପଦ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି। ଜଳେଶ୍ୱର ବିଧାୟକ ଅଶ୍ବିନୀ କୁମାର…

Continue reading
ବାଘ ଆକ୍ରମଣରେ ଯୁବକ ମୃତ୍ୟୁ

ନବରଙ୍ଗପୁର ଜିଲା ଓଡ଼ିଶା ଛତିଶଗଡ଼ ସୀମାନ୍ତ କାଁକେର ବନଖଣ୍ଡ ଅଧୀନ କୋଦାଗାଁ ଅଞ୍ଚଳରେ ବାଘ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋଦାଗାଁ ବଜାରପାରା ନିବାସୀ ଦ୍ୱାରକା ଦେଉରି। ବୁଧବାର ସନ୍ଧ୍ୟା ପ୍ରାୟ ୭ଟା୩୦ରେ ବଜାର କାମ ସାରି…

Continue reading
ଶୂନ୍ୟକାଳରେ ଉଠିଲା ବେଦାନ୍ତ ପାଉଁଶ ପ୍ରସଙ୍ଗ

ଭୁବନେଶ୍ୱର: ଗୁରୁବାର ବିଧାନସଭାର ଶୂନ୍ୟକାଳରେ ଉଠିଛି ବେଦାନ୍ତ ପାଉଁଶ ପ୍ରସଙ୍ଗ । କଂଗ୍ରେସ ବିଧାୟକ ରାଜନ ଏକ୍କା ଏହି ପ୍ରସଙ୍ଗ ଉଠାଇଛନ୍ତି । ବେଦାନ୍ତ ବେଆଇନଭାବେ ପାଉଁଶ ପକାଉଛି । କାହିଁକି ଏତେ ଦୟା ବୋଲି ଶ୍ରୀ ଏକ୍କା ପ୍ରଶ୍ନ କରିଛନ୍ତି…

Continue reading