ଆୟୁର୍ବେଦ ଏକ ପୁରାତନ ଓ ସମୃଦ୍ଧ ଚିକିତ୍ସା ବିଜ୍ଞାନ:ମୁଖ୍ୟମନ୍ତ୍ରୀ
ପୁରୀ: ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବ ଅବସରରେ ଆପଣମାନଙ୍କୁ ମୋର ଆନ୍ତରିକ ଶୁଭେଛା ଓ ଅଭିନନ୍ଦନ ଜଣାଉଛି। ବିଶେଷ କରି, କଲେଜର ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏହା ଏକ ଅତ୍ୟନ୍ତ ଆନନ୍ଦ ଓ ଖୁସିର ମୁହୂର୍ତ୍ତ। ଦେଶର…














