ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି। ଏହି ନୀତି ପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ…

Continue reading
ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିଛି ‘ପେଙ୍ଗାଲ’। ଗଭୀର ଅବପାତଟି ବାତ୍ୟାର ରୂପ ନେଇ ତାମିଲନାଡ଼ୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ…

Continue reading
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ। ନଭେମ୍ବର ୨୯ ତାରିଖ(ଶୁକ୍ରବାର) ଅପରାହ୍ନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ…

Continue reading
ଜାନୁଆରୀ ୫ରୁ ଆଦିବାସୀ ମେଳା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୫ତାରିଖରୁ ୧୨ଦିନ ଧରି ରାଜ୍ୟସ୍ତରୀୟ ଆଦିବାସୀ ମେଳା ଅନୁଷ୍ଠିତ ହେବ। ପ୍ରଥମଥର ପାଇଁ ଭୁବନେଶ୍ୱରରେ ‘ପ୍ରବାସୀ ଭାରତୀୟ ସମ୍ମିଳନୀ’ ଜାନୁଆରୀ ୮ରୁ ୧୦ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେଉଥିବାରୁ ଏହି ସମୟରେ ରାଜ୍ୟ ସରକାର ଆଦିବାସୀ ମେଳା ଆୟୋଜନ…

Continue reading
ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ବାର୍ଦ୍ଧକ୍ୟ ଭତ୍ତାକୁ ୨୫୦୦ ଟଙ୍କା ବଢାଇଛନ୍ତି ସରକାର। ସରକାର ୮୦…

Continue reading
ଅନାଥ ପିଲାମାନଙ୍କୁ ପୋଷ୍ୟ ସନ୍ତାନ କରିବେ ଓଡ଼ିଶା ବିଧାୟକ, ମନ୍ତ୍ରୀ!: ପ୍ରଭାତି ପରିଡ଼ା

ଭୁବନେଶ୍ୱର: ଓଡ଼ିଶାରେ ଅନାଥ ପିଲାମାନଙ୍କର ଜୀବନକୁ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ଏହି ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ବିଧାୟକମାନଙ୍କୁ ଆହ୍ୱାନ କରାଯିବ ବୋଲି ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ ଆଶା ପ୍ରକଟ କରିଛନ୍ତି ଯେ ଅଳ୍ପ ସଂଖ୍ୟକ…

Continue reading
Essar ଗ୍ରୁପ୍ ସହ ପ୍ରତିଷ୍ଠାତାଙ୍କ ପରଲୋକ

ଏସାର ଗ୍ରୁପ (Essar Group)ର ସହପ୍ରତିଷ୍ଠାତା ଶଶି ରୁଇଆଙ୍କ ପରଲୋକ। ସୋମବାର ଶଶି ରୁଇଆଙ୍କ ପରଲୋକ ଘଟି ଥିବାବେଳେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ୮୦ ବର୍ଷ ବୟସରେ ଏହି ବ୍ୟସାୟୀଙ୍କ ମୃତ୍ୟୁ ହୋଇଛି। ଉଦ୍ୟୋଗୀ ତଥା ଶିଳ୍ପପତି ଶଶି…

Continue reading
ବିପର୍ଯ୍ୟୟ ପ୍ରତିରୋଧି ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ଵ

ଓଡ଼ିଶା ପ୍ରତିବର୍ଷ ବାତ୍ୟା, ବନ୍ୟା ପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିଆସୁଛି। ଲୋକଙ୍କ ଜୀବନ ବଞ୍ଚାଇବାରେ ସରକାର ସଫଳ ହେଉଥିବା ବେଳେ ବିଭିନ୍ନ ଭିତ୍ତିଭୂମିର ବ୍ୟାପକ କ୍ଷୟକ୍ଷତି ହେଉଛି। ଏହାର ପୁନଃ ନିର୍ମାଣ ପାଇଁ ବ୍ୟାପକ ଅର୍ଥ ବିନିଯୋଗ କରିବାକୁ…

Continue reading
୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଡିଜିପି…

Continue reading
ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଯାଜପୁରର ପ୍ରସିଦ୍ଧ ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ…

Continue reading