ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର୍/ଜିପିଏସ୍ ସର୍ଭେ ରିପୋର୍ଟ
ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ୟ୍ୟ ହାଇଦ୍ରାବାଦ ସ୍ଥିତ ଏନ.ଜି.ଆର୍.ଆଇ ସହାୟତାରେ କରାଯାଇଥିଲା । ଶ୍ରୀମନ୍ଦିରର ସ୍ଥାୟିତ୍ବ ଏବଂ ସୁରକ୍ଷା…












