ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ୱୟ, ନିଶ୍ଚିତ ମୃତ୍ୟୁ ମୁଖରୁ ଯବାନଙ୍କୁ ବଞ୍ଚାଇଲେ ଏମ୍‌ସ ଭୁବନେଶ୍ୱର ଡାକ୍ତର

ଭୁବନେଶ୍ୱର: ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍‌ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍‌ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍‌ (ଇ-ସିପିଆର୍‌) ମାଧ୍ୟମରେ ଜଣେ ୨୪ ବର୍ଷ ବୟସ୍କ ଆର୍ମୀ ଯବାନଙ୍କୁ ନିଶ୍ଚିତ ମୃତ୍ୟୁ ମୁଖରୁ ରକ୍ଷା…

Continue reading
ଆରପାରିରେ ସମୀର ଦେ

ଆରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ସମୀର ଦେ’। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷରେ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ…

Continue reading
ବାଘ ଛାଲ ଧରି ବିକ୍ରି ପାଇଁ ନେଲା ବେଳେ ଧରିଲା ବନ ବିଭାଗ

କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ। ମୟୂରଭଞ୍ଜ ଜିଲ୍ଲାରୁ ଆସିଛି ଏପରି ଖବର। ବନ ବିଭାଗ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ଅନ୍ୟ ୩ ଜଣ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଧରିବା…

Continue reading
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ

ବିଜେପିର ଭେଟ୍‌ରାନ୍‌ ଲିଡର ତଥା ପୂର୍ବତନ ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ହୋଇଛି। ସେଥିପାଇଁ କଟକ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ଆଜି ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ କଟକ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।…

Continue reading
ଯନ୍ତ୍ରୀଙ୍କ ଘରେ କେଜିଏ ସୁନା

ଭୁବନେଶ୍ୱର:ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍‌ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରୁ ମିଳିଲାଣି କେଜିଏ ସୁନା । ଙ୍କ ଘରୁ ମିଳିଲାଣି କେଜିଏ ସୁନା । ରେଡ ଚାଲିଥିବାବେଳେ ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ କେଜିଏ…

Continue reading
ବାଘ ଛାଲ ଜବତ, ୩ ଅଟକ

ବାଙ୍ଗିରିପୋଷି : ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ କଲରାପତରିଆ ବାଘ ଚମଡ଼ା ସହ ୩ ଅଟକ , ଅନ୍ୟ ଜଣେ ଫେରାର। ବନ ବିଭାଗ କୌଣସି ସୂତ୍ରରୁ ବାଘ ଛାଲ ବିକ୍ରି ହେଉଥିବାର ଖବର ପାଇ ବାଲିଖଣି ଗାଁ ରେ ଚଢ଼ାଉ…

Continue reading
ହାତୀ ଆକ୍ରମଣରେ ଯୁବକ ମୃତ

ସମ୍ବଲପୁର : ଆଜି ସମ୍ବଲପୁର ହାତୀବାରୀ ଟେଙ୍ଗୁପଡାରେ ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ଟେଙ୍ଗପଡ଼ା ଗାଁର ଗଣେଶ ଭୋଇ ବୋଲି ଜଣାପଡିଛି। ଅନେକ ସମୟରେ କିଛି ହାତୀ…

Continue reading
ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି

ପୁରୀ : ଜାନୁଆରୀ ଶେଷ ସୁଦ୍ଧା ଶେଷ ହେବ ରତ୍ନଭଣ୍ଡାର ଗଣତି ମଣତି। ରତ୍ନ ଭଣ୍ଡାର ମରାମତି ସହ ଅଳଙ୍କାର ଗଣତିମଣିତି କାମ ମଧ୍ୟ ଶେଷ ହେବ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। କାର୍ତ୍ତିକ…

Continue reading
ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

କଳାହାଣ୍ଡି: ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେଇ ଡାକ୍ତର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କଳାହାଣ୍ଡି ମେଡିକାଲ କଲେଜର ଡାକ୍ତର ଅଶୋକ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି ।…

Continue reading
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍‌ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଛି। ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର…

Continue reading