ମହାନଦୀ ରିଭର ଫ୍ରଣ୍ଟ ବିକାଶ ପାଇଁ ଆଉ ଅଧିକ ୧୫୦ କୋଟି ଟଙ୍କା ଘୋଷଣା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ପ୍ରସିଦ୍ଧ ଓ ଉତ୍ସାହରେ ଭରପୁର ବାଲିଯାତ୍ରା ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାର ଗୌରବମୟ ଇତିହାସର ଏକ ସୁନ୍ଦର ପରିଚୟ ହେଉଛି ଏହି ବାଲିଯାତ୍ରା। ଏହାକୁ ବାଦ…








