ପାରାଦୀପ ପ୍ରଗତିର ମୁଖଶାଳା:ମୁଖ୍ୟମନ୍ତ୍ରୀ
ପାରାଦୀପ: ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ…












