FIRE IN 1 NO MARCKET ୧ ନମ୍ବର ହାଟରେ ଭୟଙ୍କର ଅଗ୍ନିକାଣ୍ଡ
ଭୁବନେଶ୍ୱର : ପୁଣି ରାଜଧାନୀ ଭୁବନେଶ୍ୱରର ୟୁନିଟ୍ ୧ ନମ୍ବର ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଳିଗଲା ଅନେକ ଦୋକାନ। ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ହାଟ ଭିତରେ ଥିବା ଏକ…
















