ଏଣିକି ମାସକୁ ୨ ଥର ବସିବ କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର: ରାଜ୍ୟ ପ୍ରଶାସନର ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବ । ବିଶେଷ କରି କ୍ୟାବିନେଟ୍ ନିଷ୍ପତ୍ତିର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି । ତେଣୁ ଏଣିକି ପ୍ରତିମାସରେ ଦୁଇଥର କ୍ୟାବିନେଟ ବୈଠକ ବସିବ । ଏଥିପାଇଁ…
















