୮୪୩ ଅଫିସର୍ଙ୍କ ଦରମା ବନ୍ଦ
ବାରିପଦା: କାର୍ୟ୍ୟରେ ଅବହେଳା କରି ଗୋଡ ଲମ୍ବେଇ ବସିଥିଲେ ଟ୍ୟାଗ୍ ଅଫିସର୍ । ରିପୋର୍ଟ ଦେଖିବା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ । ଜିଲ୍ଲାରେ ନିଯୁକ୍ତ ଥିବା ୮୪୩ ଟ୍ୟାଗ୍ ଅଫିସର୍ଙ୍କ ଦରମା ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ ।…
ବାରିପଦା: କାର୍ୟ୍ୟରେ ଅବହେଳା କରି ଗୋଡ ଲମ୍ବେଇ ବସିଥିଲେ ଟ୍ୟାଗ୍ ଅଫିସର୍ । ରିପୋର୍ଟ ଦେଖିବା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ । ଜିଲ୍ଲାରେ ନିଯୁକ୍ତ ଥିବା ୮୪୩ ଟ୍ୟାଗ୍ ଅଫିସର୍ଙ୍କ ଦରମା ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ ।…
ଭୁବନେଶ୍ୱର: ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ଧରଣର ବଦଳି କରିଛନ୍ତି । ୨୨ଜଣ ଓଏଏସ୍ ଅଫିସରଙ୍କ ବଦଳି କରିଥିବାବେଳେ ଜଣେ ବରିଷ୍ଠ ଓଏଏସ୍ ମନୋଜ କୁମାର ପାଢ଼ୀଙ୍କୁ ଦିଆଯାଇଥିବା ଅତିରିକ୍ତ ଦାୟିତ୍ୱ(ଟିଚର୍ସ ଟ୍ରେନିଂ ଆଣ୍ଡ ଏସଏସିଇଆରଟି ନିର୍ଦ୍ଦେଶକ) କାଢ଼ି ନେଇଛନ୍ତି…
ବାରିପଦା : ବାତ୍ୟା ‘ଦାନା’ ଏବଂ ପ୍ରବଳ ବର୍ଷା ପାଇଁ ଶିିମିଳିପାଳ ଅଭୟାରଣ୍ୟ ଗତ ୨୩ରୁ ୨୮ ତାରିଖ ପର୍ୟ୍ୟନ୍ତ ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ଖୋଲିଛି। ତେବେ ଅନ୍ୟ ଆଦେଶ ପର୍ୟ୍ୟନ୍ତ ଗତକାଲି କେବଳ ଯଶିପୁରର କାଳିଆଣି ତନଖି ଫାଟକ…
କଟକ: ଯେଉଁ ବିଦ୍ୟାଳୟରେ ୨୦ରୁ କମ୍ ପିଲା ପାଠ ପଢୁଥିବେ ଉକ୍ତ ବିଦ୍ୟାଳୟକୁ ବନ୍ଦକରି ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ଉଚ୍ଚ ନ୍ୟାୟାଳୟ କାଏମ୍ ରଖିଛନ୍ତି। ସ୍କୁଲ୍ ମିଶ୍ରଣ ବିଜ୍ଞପ୍ତିକୁ ହାଇକୋର୍ଟର ଜଣିକିଆ ବିଚାରପତି ରଦ୍ଦ…
ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାର ୪୪ଟି ବ୍ଲକରେ କାର୍ୟ୍ୟରତ ବ୍ଲକ ଉନ୍ନୟନ ଅଧିକାରୀ (ବିଡିଓ)ଙ୍କୁ ଅନ୍ୟ ବ୍ଲକକୁ ବଦଳି କରାଯାଇଛି। ଏ ନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାବାଦ୍ ପଞ୍ଚାୟତିରାଜ ବିଭାଗ ଅଧୀନରେ…
ଭୁବନେଶ୍ୱର: ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ ଥିବା ଅଧିକାରୀ ବଡି କ୍ୟାମେରା ପିନ୍ଧିବେ। ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ ସବୁ…
ଭୁବନେଶ୍ୱର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ…
ଭୁବନେଶ୍ୱର: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର ଟିମ୍…
ଭୁବନେଶ୍ୱର: ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ ।ପୂର୍ବରୁ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ…