ସ୍ତ୍ରୀର ତଣ୍ଟି କାଟିଲା ସ୍ଵାମୀ
କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ମଦ ପାଇଁ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ଵାମୀ। ମୃତକ ମଧୁବତି ବେହେରା ଦଳାଇ ବୋଲି ଜଣାପଡିଛି। ସୂଚନା ଅନୁସାରେ ସ୍ଵାମୀ ଚନ୍ଦ୍ରକାନ୍ତ ଆଜି ସକାଳେ…
କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ମଦ ପାଇଁ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ଵାମୀ। ମୃତକ ମଧୁବତି ବେହେରା ଦଳାଇ ବୋଲି ଜଣାପଡିଛି। ସୂଚନା ଅନୁସାରେ ସ୍ଵାମୀ ଚନ୍ଦ୍ରକାନ୍ତ ଆଜି ସକାଳେ…
ଭୁବନେଶ୍ୱର: ବାତ୍ୟା ଦାନା ପ୍ରଭାବରେ ଏବେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବାଲେଶ୍ୱର ଜିଲ୍ଲାର ୨ଟି ବ୍ଲକର ୧୦୫୦୦ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଏପଟେ ବାତ୍ୟା ପ୍ରଭାବିତ ଅଂଚଳରେ ୯୨% ଘରକୁ ବିଦ୍ୟୁତ…
ଭୁବନେଶ୍ୱର: ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ସେ କେନ୍ଦ୍ର ପଂଚାୟତିରାଜ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ କାର୍ୟ୍ୟ କରିବେ । ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି ୨୦୦୨…
ମୟୂରଭଞ୍ଜ,: ବାତ୍ୟା ‘ଦାନା’ ପ୍ରଭାବରେ ବର୍ଷା ଲାଗି ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ାରେ ଲାଗି ରହିଛି ବର୍ଷା । ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଉଛି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ଏଭଳି ସ୍ଥିତି ଉପୁଜିଛି…
ଭୁବନେଶ୍ଵର : ବାତ୍ୟା କ୍ଷୟକ୍ଷତି ନେଇ କୃଷି ମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି ଯେ ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା, ଯାଜପୁର ବାଲେଶ୍ଵର ଓ ଭଦ୍ରକରେ ଚାଷ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ । ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥାନ୍ତେ ମୁଖ୍ୟମନ୍ତ୍ରୀ । କିନ୍ତୁ ପ୍ରତିକୂଳ ପାଣିପାଗ ପାଇଁ ବାତିଲ ହେଲା ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ କାର୍ୟ୍ୟକ୍ରମ । ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ୟ୍ୟର…
ଭୁବନେଶ୍ୱର: : ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁଁ ପ୍ରାଥମିକ ଆକଳନରେ ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା ଜିଲାରେ ୨୩ହଜାର ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ଏଠାରେ ରାଜକନିକା, ଆଳି ଓ ମହାକାଳପଡା…
ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଆଜିଠାରୁ ପୁଣି ପର୍ୟ୍ୟଟକଙ୍କ ପାଇଁ ଖୋଲାଯିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ବାତ୍ୟା ପରିପ୍ରେକ୍ଷୀରେ ଜୀବଜନ୍ତୁ ଓ ପର୍ୟ୍ୟଟକଙ୍କ ସୁରକ୍ଷା ପାଇଁ ନନ୍ଦନକାନନ କର୍ତ୍ତୃପକ୍ଷ ଏହାକୁ ୨୪ ଓ…
ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ୟ୍ୟକୁ ତ୍ବରାନ୍ବିତ କରିବା ପାଇଁ ଆଜି ଏବଂ ରବିବାର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପୂର୍ବ କାର୍ୟ୍ୟ ଦିବସ ପରି ଏହି ଦୁଇଦିନ ସରକାରୀ…
ଭୁବନେଶ୍ୱର: ଆଜି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ। ଏହାପରେ ଅପରାହ୍ନରେ…