ଗ୍ରାମାଂଚଳରେ ଡାହାଣୀ ଶିକାର ଭୟଙ୍କରିତା ରୋକିବା ପାଇଁ ସଚେତନତା ବୈଠକ

ଦେବଗଡ : ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ବ୍ଲକର ଗ୍ରାମାଂଚଳରେ ଡାହାଣୀ ଶିକାର ରୋକିବା ପାଇଁ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୩ ବ୍ଲକ୍ ର ବିଭିନ୍ନ ଗ୍ରାମରେ ଡାହାଣୀ…

Continue reading
ଜଟଣୀରେ କ୍ୟାନସର୍ ହସ୍ପିଟାଲl: ଅତିରିକ୍ତ ଅର୍ଥ ଯୋଗାଇବେ ଓଡ଼ିଶା ସରକାର

ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି ଭୁବନେଶ୍ୱର: ଜଟଣୀ ଠାରେ ପ୍ରତିଷ୍ଠା ହେବାକୁ ଯାଉଥିବା ହୋମିଭାବା କ୍ୟାନସର୍ ହସ୍ପିଟାଲ ଓ ଗବେଷଣା କେନ୍ଦ୍ର ପାଇଁ ଆବଶ୍ୟକ ଅତିରିକ୍ତ ଅର୍ଥ ରାଜ୍ୟ ସରକାର ନିଜସ୍ୱ ବଜେଟରୁ ଯୋଗାଇ ଦେବେ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

Continue reading
ଏସସିବି : ଆଉ ଗୋଟିଏ ମେଡିସିନ୍ ବ୍ଲକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ଉନ୍ନତିକରଣ ଓ ଭିତ୍ତିଭୂମି ବିକାଶ ସହିତ ଏହାକୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ରୂପାନ୍ତରିତ କରିବା ପାଇଁ ଚାଲିଥିବା ମେଗା ପୁନଃବିକାଶ ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Continue reading
୨୮ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବୁଧବାର ଅବଗତ କରାଯାଇଛି। ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲୋକସେବା ଭବନର ତୃତୀୟ ମହଲାରେ…

Continue reading
ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର…

Continue reading
ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

· ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

Continue reading
ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

Continue reading
ଡ୍ରାଇଭରଙ୍କ ଆନ୍ଦୋଳନ:ଡ୍ରାଇଭରଙ୍କ ଗାଡ଼ି ସିଜ୍ ହେବ- ଡିସିପି

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

Continue reading
ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି, ଆମ ବସ୍ ଭାଙ୍ଗିଲେ ଡ୍ରାଇଭର

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

Continue reading
ରଣକ୍ଷେତ୍ର ପାଲଟିଲା ମାଷ୍ଟର କ୍ୟାଣ୍ଟିନ ଛକ : ପୋଲିସ ଉପରକୁ ପଥର ମାଡ

ଭୁବନେଶ୍ୱର: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ । OLA, Uber, Rapido ଅନଲାଇନ ଚାଳକ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଥିବା ବେଳେ…

Continue reading