ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

Continue reading
ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

Continue reading
ଭାରତୀୟ ମଜଦୂର ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ :ଦାବି ପତ୍ର ପ୍ରଦାନ

ଦେବଗଡ଼:ଭାରତୀୟ ମଜଦୂର ସଂଘ ପକ୍ଷରୁ ଆଜି ଶ୍ରମିକ ଏବଂ କର୍ମଚାରୀମାନଙ୍କ ଦୀର୍ଘ ଦିନର ଦାବି ଗୁଡିକୁ ସମାଧାନ କରିବା ପାଇଁ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଶ୍ରମ ମନ୍ତ୍ରୀ, କେନ୍ଦ୍ର ଅର୍ଥ ମନ୍ତ୍ରୀ ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଦାବି ପତ୍ର…

Continue reading
ସୁଧାକିରଣ ମହାବିଦ୍ୟାଳୟରେ କ୍ୟାରିୟର କାଉନସେଲିଂ: ଛାତ୍ରୀଛାତ୍ରଙ୍କୁ ଭବିଷ୍ୟତ ଗଢ଼ିବାର ମାର୍ଗଦର୍ଶନ

ରାଇକିଆ:କନ୍ଧମାଳ ଜିଲ୍ଲା ରାଇକିଆ ସ୍ଥିତ ସୁଧାକିରଣ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମୁଖ୍ୟଅତିଥି ଭାବେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ଜେନେରାଲ ମ୍ୟାନେଜର ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଭବିଷ୍ୟତ ପାଇଁ ଉପଯୁକ୍ତ…

Continue reading
‘ମ୍ୟୁଜିକା ସଙ୍ଗମ ଏଣ୍ଡ ସଙ୍ଗମ ଅନୁଷ୍ଠାନ ପକ୍ଷରୁ ‘ଭଏସ୍ ଜିନିୟସ’ପ୍ରତିଯୋଗିତା

ଦେବଗଡ଼:ସ୍ଥାନୀୟ ଟାଉନ ହଲରେ ମ୍ୟୁଜିକା ସଙ୍ଗମ ଏଣ୍ଡ ସଙ୍ଗମ ଅନୁଷ୍ଠାନ ପକ୍ଷରୁ ଦ୍ୱିଦିବସୀୟ ୨୯ ତମ ‘ଭଏସ୍ ଜିନିୟସ’ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ସ୍ୱର୍ଗତ ପ୍ରତାପ କିଶୋର ନାୟକ ଏବଂ ପଦ୍ମନ ନାୟକଙ୍କ ସ୍ମୃତିରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଚଳିତ…

Continue reading
ଅବସରପ୍ରାପ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍‌ର ପୂର୍ବତନ କନିଷ୍ଠ ଯନ୍ତ୍ରୀ (ଅବସରପ୍ରାପ୍ତ) ଚିତ୍ତରଞ୍ଜନ ପରିଡ଼ା। ଭୁବନେଶ୍ୱର ଭିଜିଲାନ୍ସର ଅତିରିକ୍ତ ସ୍ୱତନ୍ତ୍ର ବିଚାରପତି ତାଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏହା…

Continue reading
ଭୁଶୁଡ଼ିଲାମାଟି କାନ୍ଥ; ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ପ୍ରବଳ ବର୍ଷା ଯୋଗୁ ଘରର ମାଟି କାନ୍ଥ ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ଥାନା ଛଣୁଆ ଗାଁରେ। ମୃତ ମହିଳାଙ୍କ ନାଁ ହେମଲତା ମହାନ୍ତ।…

Continue reading
ବନ୍ୟା ପ୍ରଭାବିତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦଶସୂତ୍ରୀ ପ୍ୟାକେଜ ଘୋଷଣା

ପ୍ରାରମ୍ଭିକ ଆକଳନ ଅନୁଯାୟୀ ୧୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ସହାୟତା ପ୍ୟାକେଜ ପ୍ରଭାବିତ ଚାଷୀମାନଙ୍କୁ ୨ ହେକ୍ଟର ପର୍ଯ୍ୟନ୍ତ କୃଷି ଇନପୁଟ୍‌ ସବସିଡି ସହାୟତା ପ୍ରଦାନ କରାଯିବ କ୍ଷତିଗ୍ରସ୍ତ ଚାଷୀଙ୍କୁ ଧାନ ଓ ଅଣଧାନ ବିହନ କ୍ରୟ ପାଇଁ DBT ମାଧ୍ୟମରେ…

Continue reading
ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

Continue reading
ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

Continue reading