୨୮ରେ ମିଳିବ ସୁଭଦ୍ରାର ୫ମ କିସ୍ତି, ନୟାଗଡ଼ରେ ରାଜ୍ୟସ୍ତରୀୟ ସୁଭଦ୍ରା ସମାବେଶ

ଭୁବନେଶ୍ବର: ସୁଭଦ୍ରା ହିତାଧିକାରୀଙ୍କ ପାଇ ଖୁସି ଖବର। ଆସନ୍ତା ୨୮ ତାରିଖ ରାକ୍ଷୀ ପୂର୍ଣ୍ଣମୀରେ ମିଳିବ ସୁଭଦ୍ରାର ୫ମ କିସ୍ତି। ନୟାଗଡ଼ରେ ରାଜ୍ୟସ୍ତରୀୟ ସମାବେଶରେ ଏହି ଟଙ୍କା ପ୍ରଦାନ କରାଯିବ। ଏ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଓଡ଼ିଶା ସରକାରଙ୍କ…

Continue reading
ଗାନ୍ଧିମାର୍ଗରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା

ପୁଣି ରାଜରାସ୍ତାରେ ଗର୍ଜିଲେ ଗୁରୁ। ୪ ଦଫା ଦାବି ନେଇ ଗାନ୍ଧି ମାର୍ଗରେ ଗର୍ଜନ। ବାଧା ଦେଉଥିଲା ବର୍ଷା, ହକ୍ ପାଇଁ ଲଢୁଥିଲେ ଶିକ୍ଷକ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପୁଣି ଆନ୍ଦୋଳନକୁ ଓହ୍ଲାଇଛି। ୨୦…

Continue reading
ବର୍ଷା: ମୟୂରଭଞ୍ଜ-ବାଲେଶ୍ୱର-କେନ୍ଦ୍ରାପଡ଼ାକୁ ରେଡ୍‌ ଆଲର୍ଟ

ବଙ୍ଗୋପସାଗରରେ ଅବପାତ। ଆଜି ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ। ଡିପ୍ରେସନ୍ ଏବେ ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି। ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଆଡ଼କୁ ଅଗ୍ରସର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର…

Continue reading
ବ୍ୟବସାୟୀ ଅପହରଣ ମାମଲା, ମହିଳା ଏସଆଇ ଅଟକ

ବଲାଙ୍ଗିର: ବ୍ୟବସାୟୀ ନରେନ୍ଦ୍ର ସାହୁ ଅପହରଣ ମାମଲାରେ ନୂଆ ଟ୍ବିଷ୍ଟ। ଘଟଣା ପଛରେ ସାମନାକୁ ଆସିଲା ପୋଲିସର ସମ୍ପୃକ୍ତି। ମହିଳା ଏସଆଇ ସ୍ନେହାମଞ୍ଜରୀ ସାହୁ ଅଟକ। ଏସଆଇ ଅଟକ ଥିବା ନେଇ ବଲାଙ୍ଗିର ପୋଲିସ ପକ୍ଷରୁ ସୂଚନା ମିଳିଛି। ମହିଳା ଏସଆଇ…

Continue reading
ପୁରୀ ଜିଲ୍ଲା ଏନପିଏସ ମାଧ୍ୟମିକ ଶିକ୍ଷକ ସଙ୍ଘର ପୁନର୍ଗଠନ

ପୁରୀ: ରବିବାର କୁଳମଣି ଭବନ ଠାରେ ପୁରୀ ଜିଲ୍ଲା ର ୨୦୦୪ ରୁ ୨୦୨୫ ପର୍ୟ୍ୟନ୍ତ ସମସ୍ତ ବ୍ୟାଚର ଏନପିଏସ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କ ମିଳିତ ଉଦ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପ୍ରାୟ ୧୦୦ ରୁ ଅଧିକ…

Continue reading
ବନ୍ୟା ପାଇଁ ପରୀକ୍ଷା ଘୁଞ୍ଚାଇଲା ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିଛି । ଏହାକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପୂର୍ବ ପ୍ରସ୍ତୁତ ପରୀକ୍ଷା ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି । ସୋମବାର ହେବାକୁ ଥିବା ସ୍ନାତକ, ବିଏସ୍‌ସି , ଆଇଟିଏମ୍, ବିଏସ୍‌ସି କମ୍ପ୍ୟୁଟର ସାଇନ୍ସ,…

Continue reading
ବନ୍ୟା: ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍

ବାରିପଦା: ପୁଣି ଲଗାଣ ବର୍ଷାର ପ୍ରକୋପରେ ମୟୂରଭଞ୍ଜରେ ବନ୍ୟା ଆଶଙ୍କା ଦେଖାଦେଇଛି । ଆଇଏମଡି ପକ୍ଷରୁ ମୟୂରଭଞ୍ଜକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ୧୬ ରୁ ୧୯ ପର୍ଯ୍ୟନ୍ତ ୭୨ ଘଣ୍ଟା ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ…

Continue reading
ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର: ଆଜି ସମସ୍ତ ଅନଲାଇନ୍ ଟ୍ୟାକ୍ସି ସଂସ୍ଥାକୁ ବିରୋଧ କରି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ଓଡ଼ିଶା ଅନଲାଇନ୍ ଚାଳକ ମିଳିତ ମଞ୍ଚ । ରାଜ୍ୟରେ ଓଲା, ଉବର, ରାପିଡୋ, ଓଡ଼ିଶା ଯାତ୍ରୀ ସମେତ ଅନ୍ୟାନ୍ୟ ଅନଲାଇନ୍ କମ୍ପାନୀ…

Continue reading
ଦୁଇ ଝିଅଙ୍କୁ ବିଷ ଦେଇ ନିଜେ ପିଇଦେଲେ ମା’

ପୁରୀ: ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ ଖୁଆଇ ନିଜେ ପିଇଦେଇଛନ୍ତି ମା’। ତେବେ ଦୁଇ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ଙ୍କୁ ଗୁରୁତର…

Continue reading