ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼, ୭ ଗୁରୁତର
ତିହିଡ଼ି: ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼ । ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ । ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି ।…
ତିହିଡ଼ି: ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼ । ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ । ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି ।…
କଟକ: କଟକ କମିସରେଟ୍ ପୋଲିସ ଏନ୍କାଉଣ୍ଟର କରିଛି । ବୁଧବାର ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଅଞ୍ଚଳରେ ଦୁଇଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼ କରିଛି ପୁଲିସ । ପୋଲିସ ଗୁଳିରେ ଆହତ ଅଭିଯୁକ୍ତ ଦ୍ୱୟ ହେଲେ କଟାସ ଓରଫ ସଂଗ୍ରାମ ରାଉତ…
ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୋଲିସକୁ ମିଳିଲା ବଡ ସଫଳତା । ଉସୁର ଥାନା, ଜଙ୍ଗଲା ଥାନା ଓ ନେଲସନାର ଥାନା ଅଞ୍ଚଳରୁ ବିସ୍ଫୋରକ ସାମଗ୍ରୀ ସହ ୨୨ଜଣ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ…
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୌଡ଼ପାଟଣା ଗାଁ ନିକଟ ରାସ୍ତାପାର୍ଶ୍ବ ଏକ ଗଛରୁ ଏହି ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରିଛି ପୁଲିସ। ଉଭୟେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତଦେହଠାରୁ କିଛି ଦୂରରେ ରାସ୍ତା ଉପରେ ଏକ ସ୍କୁଟି…
ଆଠମଲ୍ଲିକ: ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ। ଜୁନାଗଡ଼ ଡାକ୍ତରଖାନାରେ କାମ କରୁଥିବା ତାଙ୍କର ଜ୍ବାଇଁ ଡାକ୍ତର ତପନ ତ୍ରିପାଠୀଙ୍କ ଘରୁ ମିଳିଲା ନଗଦ ୨୨ ଲକ୍ଷ ଟଙ୍କା। ଏଭଳି ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି…
କାମାକ୍ଷାନଗର : ଟ୍ରେନ୍ ଲାଇନ୍ରୁ ମୃତଦେହ ଠାବ । ଢେଙ୍କାନାଳ ଜିଲ୍ଲା ସଦର ଥାନା ଗେଙ୍ଗୁଟିଆ ଗାଁ ନିକଟ ରେଳ ଟ୍ରାକ୍ରୁ ମିଳିଛି ମୃତଦେହ । ମୃତକ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନନ୍ତପୁର ସାହିର ରସାନନ୍ଦ ପତି । କାମାକ୍ଷାନଗର…
ଢେଙ୍କାନାଳ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ(ଏଇଇ) ରାମଚନ୍ଦ୍ର ଶତପଥୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଚଢ଼ାଉ କରାଯାଇଛି। ସରକାରୀ ବାସଭବନ ସହ ପୈତୃକ ଘରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି।ଅନୁଗୁଳ ଜିଲାର…
କଟକ : କଟକ ବିଡ଼ାନାସୀ ଇସ୍କନ୍ ମନ୍ଦିରରୁ ପୂଜକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ । ଇସ୍କନ୍ କତୃପକ୍ଷ କହିଲେ ଏହା ଆତ୍ମହତ୍ୟା ହୋଇଥାଇ ପାରେ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ…
ବଲାଙ୍ଗୀର : ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ । ଜଣେ ବ୍ୟବସାୟୀଙ୍କୁ ହାଣି କରାଯାଇଛି ହତ୍ୟା। ଜନଗହଳିପୂର୍ଣ୍ଣ ସ୍ଥାନରେ ଆକ୍ରମଣ କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତ ବ୍ୟକ୍ତି ମନୋଜ ବୋଲି ଜଣାପଡ଼ିଛି। ତାଙ୍କ ଘର ବିଷ୍ଣୁମୁଣ୍ଡା ଗାଁରେ ବୋଲି ଜଣାପଡିଛି।…
ରାଉରକେଲା: ମାଆ ହତ୍ୟାର ପ୍ରତିଶୋଧ ନେଇଛି ପୁଅ। ହତ୍ୟାକାରୀ ବାପାକୁ ନିଜେ ହତ୍ୟା କରିଛି। ବାପାକୁ ହତ୍ୟା କରିଥିବା ପୁଅକୁ ପୁଲିସ ଗିରଫ କରିଛି। ବ୍ରାହ୍ମଣୀ ତରଙ୍ଗ ଥାନା ଭାଲୁପାତ୍ର ଅଞ୍ଚଳରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ…