ମନ୍ତ୍ରୀଙ୍କ କାରକେଡ ଉପରକୁ ଢେ଼ଲାମାଡ଼
ବାରିପଦା: ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ମୟୂରଭଂଜ ଗସ୍ତ ଶେଷ ହେଲା ପରେ କାଳବୈଶାଖୀରେ କ୍ଷତିଗ୍ରସ୍ତର ସାମ୍ନା କରିଥିବା ଲୋକମାନେ କାରକେଡ୍ରେ ନିୟୋଜିତ ଥିବା ଗାଡ଼ି ଉପରକୁ ଢ଼େଲାମାଡ଼ ସହିତ ଉତ୍ତେଜନା ସୃଷ୍ଟି କରିଛନ୍ତି। ମୟୂରଭଂଜ ଜିଲ୍ଲା…












