ଭିଜିଲାନ୍ସ ଜାଲରେ କୁନ୍ଦୁଲି ଲ୍ୟାମ୍ପ ବ୍ରାଞ୍ଚ୍‌ ଇନଚାର୍ଜ୍‌

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ କୁନ୍ଦୁଲି ଲ୍ୟାମ୍ପ ବିଆଇସି ସତ୍ୟ ନାରାୟଣ ଚାଲାଣ । ଲାଞ୍ଚ ନେବାବେଳେ ବ୍ରାଞ୍ଚ୍‌ ଇନଚାର୍ଜ୍‌ଙ୍କୁ ଧରିଲା ଭିଜିଲାନ୍ସ । କୋରାପୁଟ ଜିଲ୍ଲା ସିମିଳିଗୁଡ଼ା ବ୍ଲକ୍‌ କୁନ୍ଦୁଲି ଲ୍ୟାମ୍ପ ବ୍ରାଞ୍ଚ୍‌ ଇନଚାର୍ଜ୍‌ ସତ୍ୟନାରାୟଣ ଚାଲାଣଙ୍କୁ ୩୦୦୦ ଟଙ୍କା…

Continue reading
ବନ୍ଦ ଘରୁ ବାପା ଝିଅଙ୍କ ମୃତଦେହ ଉଦ୍ଧାର

କଟକ : ବନ୍ଦ ଘରୁ ବାପା ଝିଅଙ୍କ ମୃତଦେହ ଉଦ୍ଧାର। କଟକ ସ୍ନେହଲତା ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ । ଝିଅକୁ ମାରି ବାପା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବାଦାମବାଡ଼ି ଥାନା ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ। ଏହାସହ…

Continue reading
୧୦ମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାରେ ଯୁବକ ଗିରଫ

ଚିତ୍ରକୋଣ୍ଡା: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଜନଜାତି ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଙ୍କ ପ୍ରସବ ଘଟଣାରେ ସମ୍ପୃକ୍ତ ଥିବା ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା ପୋଲିସ ଗିରଫ ପରେ ବୁଧବାର କୋର୍ଟ ଚାଲାଣ କରିଛି। ସେ ହେଲେ ଚିତ୍ରକୋଣ୍ଡା ଥାନା ଦିସାରିଗୁଡ଼ା ଗ୍ରାମର…

Continue reading
ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କଟକ: କଟକ ଜିଲ୍ଲା ଆଠଗଡ ଖୁଣ୍ଟୁଣୀ ମହାଲକ୍ଷ୍ମୀପୁର ରାଣୀବଣିଆ ଆଦର୍ଶ କାରାଗାରରେ ସନ୍ଦେହଜନକ ଭାବେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତକ ପଙ୍କାଳ ଗାଁର ତୟାବ ଖାଁ ବୋଲି ଜଣାପଡିଛି। କିଛି ଦିନ ତଳେ ତୟାବ ଏକ ମାମଲାରେ ରାଣୀବଣିଆ…

Continue reading
୧୭ ବର୍ଷୀୟ ନାବାଳକକୁ ହତ୍ୟା

ରିଆମାଳ: ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ୧୭ ବର୍ଷୀୟ ନାବାଳକକୁ ହତ୍ୟା। ହତ୍ୟାକାଣ୍ଡ ଘଟାଇ ମହୁଲ ପତ୍ର ଘୋଡ଼ାଇ ଦେଇଛନ୍ତି ହତ୍ୟାକାରୀ। ଖବର ପାଇ ପୁଲିସ ପହଞ୍ଚି ତଦନ୍ତ କରୁଛି। ରିଆମାଳ ବ୍ଲକ କୁଣ୍ଢେଇଗୋଳା…

Continue reading
ନକ୍ସଲଙ୍କ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଗୋମଗୁଡ଼ା ଠାରେ ନୂତନ ପୁଲିସ କ୍ୟାମ୍ପ ପ୍ରତିଷ୍ଠା ହୋଇଛି। ଏହି କ୍ୟାମ୍ପର ସୁରକ୍ଷା କର୍ମୀ ସର୍ଚ୍ଚ ଅପରସନ ବେଳେ ମିନ୍ନଗଟ୍ଟା ଜଙ୍ଗଲରେ ମାଓ ଡମ୍ପ ଉଦ୍ଧାର କରିଥିଲେ। ଏହି ମାଓ ଡମ୍ପରୁ…

Continue reading
ବୋହୂର ଝୁଲନ୍ତା ମୃତଦେହ ଦେଖି ଚାଲିଗଲା ଶାଶୁଙ୍କ ଜୀବନ

ବଲାଙ୍ଗୀର: ବଲାଙ୍ଗୀର ସହରରେ ଅଭାବନୀୟ ଘଟଣା। ବୋହୂର ଝୁଲନ୍ତା ମୃତଦେହ ଦେଖି ଚାଲିଗଲା ଶାଶୁଙ୍କ ଜୀବନ । ଝିଅର ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ । ଅସୁସ୍ଥ ଶାଶୂ ଶ୍ବଶୁରଙ୍କ ସହ ଘରେ ଥିଲେ ବୋହୂ ଆନନ୍ଦିନୀ ସାହୁ ।…

Continue reading
ହାଇୱା ଧକ୍କାରେ ମହିଳା ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ତିନି ମୁହାଣୀ ଛକରେ ସଡ଼କ ଦୁର୍ଘଟଣା। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଏହା ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉତ୍ୟକ୍ତ ଲୋକେ ହାଇୱାକୁ ଅଟକ ରଖିବା ସହ ଡ୍ରାଇଭରକୁ ନିସ୍ତୁକ ମାଡ଼…

Continue reading
ଭିଜିଲାନ୍ସ ଜାଲରେ କୃଷି ବିଭାଗର ଦୁଇ କର୍ମଚାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜିଲ୍ଲା ଉମରକୋଟ କୃଷି ବିଭାଗର ଦୁଇ କର୍ମଚାରୀ । ଲାଞ୍ଚ ନେବା ବେଳେ ଦୁଇ ସରକାରୀ କର୍ମଚାରୀଙ୍କୁ ଧରିଲା ଭିଜିଲାନ୍ସ । କୃଷ ବିଭାଗର ଦୁଇ ଅଧିକାରୀ ହେଲେ ଅତିରିକ୍ତ କୃଷି ଅଧିକାରୀ ନୀଳକଣ୍ଠ ପରିଡା…

Continue reading
ଝିଅ ଦୁଷ୍କର୍ମକାରୀ ବାପାକୁ ୧୨ ବର୍ଷ କାରାଦଣ୍ଡ

ଭୁବନଶ୍ବେର : ଭୁବନେଶ୍ୱର ଆଡହକ ଆଡିସନାଲ ସେସନ୍ସ ଜଜ, ଫାଷ୍ଟ ଟ୍ରାକ ସ୍ପେଶାଲ କୋର୍ଟ (ପୋକସୋ)ର ବିଚାରପତି ସରୋଜ କୁମାର ସାହୁ, ଗତ ୨୦୨୧ ମସିହାରେ ଭୁବନେଶ୍ବର ମହିଳା ଥାନାରେ ରୁଜୁ ହୋଇଥିବା ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି…

Continue reading