ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ଗୁରୁବାର ସିରିଜ ଦୁର୍ଘଟଣା ଘଟିଛି। ରାଜମହଲ ଓ ମାଷ୍ଟରକ୍ୟାଣ୍ଟିନ ମଝି ରାସ୍ତାରେ ଦୁଇଟି ମୋ ବସ ଏବଂ ୨ଟି କାର ପଛକୁ ପଛ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ପ୍ରଥମେ ଏକ ଏସି ମୋ ବସ ଯାଉଥିବାବେଳେ…

Continue reading
ଏସସିବିରେ ଡାକ୍ତରଙ୍କୁ ଆକ୍ରମଣ

କଟକ : ଏସସିବି ମେଡିକାଲ କଲେଜରେ ପୁଣି ଜଣେ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ। କାଜୁଆଲଟି ମେଡିକାଲ ଅଫିସର ଡକ୍ଟର ଜ୍ୟୋତି ପ୍ରକାଶଙ୍କୁ ଆକ୍ରମଣ ହୋଇଛି। ଆକ୍ରମଣ ନେଇ ରୋଗୀଙ୍କ ସମ୍ପର୍କୀୟଙ୍କ ବିରୋଧରେ ଏତଲା ଦିଆଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନହେଲେ…

Continue reading
ଘରୋଇ କଳିରୁ ଭଉଣୀକୁ ହତ୍ୟା କଲା ଭାଇ

ନୂଆଦିଲ୍ଲୀ: ଘରୋଇ କଳହକୁ କେନ୍ଦ୍ର କରି ନିଜ ଭଉଣୀକୁ ହତ୍ୟା କରିଛି ଭାଇ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ଗଞ୍ଜାମ ଜିଲାର ରାଇପୋଲି ଗାଁରେ। ହତ୍ୟାର ଶିକାର ହୋଇଛନ୍ତି ଲକ୍ଷ୍ମୀ ମହାନ୍ତି। ଘଟଣା ପରେ ଅଭିଯୁକ୍ତ ଭାଇ ବାବାଜୀ ପାତ୍ର…

Continue reading
ମାଓ ଡମ୍ପ ଠାବ: ୧୪ଭାର୍ମର ବନ୍ଧୁକ ଜବତ

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସିମାନ୍ତ କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷା କର୍ମିଙ୍କୁ ମିଳିଲା ବଡ ସଫଳ । କୁମ୍ବିଂ ଅପରେସନ ବେଳେ ଜଙ୍ଗଲ ଜଙ୍ଗଲ ଭିତରୁ ଯବାନ ମାନେ ଠାବ କଲେ ବଡ ଧରଣର ମାଓ ଡମ୍ପ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ…

Continue reading
ଏଟିଏମ୍‌ ତାଡ଼ି ନେଇଗଲେ ଲକ୍ଷାଧିକ ଟଙ୍କା

ବୌଦ୍ଧ: ବୌଦ୍ଧ ଥାନା ଅଧୀନ ବଢ଼ିଗାଁସ୍ଥିତ ଏସ୍‌ବିଆଇ୍‌ ଏଟିଏମ୍‌ କାଉଣ୍ଟରରୁ ଏକ ବଡ଼ ଧରଣର ଲୁଟ ହୋଇଛି। କେତେକ ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଜଣାପଡିଛି। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି।…

Continue reading
ସ୍ତ୍ରୀର ବେକ କାଟିଲା ସ୍ଵାମୀ

ମାଲକାନଗିରି: ମାଲକାନଗିରି କାଲିମେଳା ଥାନା ଏମଭି ୬୬ ଗାଁରେ ଜଘନ୍ୟ କାଣ୍ଡ। ସ୍ତ୍ରୀର ବେକ କାଟି ହତ୍ୟା କଲା ସ୍ଵାମୀ । ହତ୍ୟା ପରେ ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ ସ୍ଵାମୀ। ସୂଚନା ଅନୁଯାୟୀ କାଲିମେଳା ଥାନା ଏମଭି ୬୬ ଗାଁର…

Continue reading
ମିଳିଲା ୩୦ରୁ ଅଧିକ ବୋମା

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଖଜୁରିଆରେ ନିର୍ମାଣାଧୀନ କୋଠାରୁ ମିଳିଲା ବୋମା ଭର୍ତ୍ତି ବ୍ୟାଗ୍ । ବ୍ୟାଗରେ ଭରି ରହିଥିଲା ୩୦ରୁ ଅଧିକ ବୋମା । ସମସ୍ତ ବୋମାକୁ ନିଷ୍କ୍ରିୟ କରିଛି ପୁଲିସ୍‌। ପୁଲିସ୍‌କୁ ଦେଖି କିଛି ଯୁବକ ବ୍ୟାଗ ଛାଡି…

Continue reading
ପୁତୁରାର ମାଡ଼ରେ ବଡ଼ବାପାର ମୃତ୍ୟୁ

ଫୁଲବାଣୀ : ଫୁଲବାଣୀ ଜିଲ୍ଲା ଫିରିଙ୍ଗିଆ ଥାନା ମେଲୁପଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ପୁତୁରାର ମାଡ଼ରେ ବୃଦ୍ଧ ବଡବାପାର ମୃତ୍ୟୁ ଘଟିଛି। ମୃତକ ଗୁନୀ କହଁର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତକାଲି ମୃତ ଗୁନୀ କହଁର ଓ ତାଙ୍କ…

Continue reading
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ: ମୁଣ୍ଡ-ଗଣ୍ଡି ଅଲଗା

ଭୁବନେଶ୍ୱର: ରାଜଧାନୀର ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଚଳନ୍ତା ବାଇକ୍‌ରେ ଯାଉଥିବା ଜଣେ ଯୁବକଙ୍କ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଫଳରେ ରାଜପଥ ଉପରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ। ମୃତକଙ୍କ ପରିଚୟ ମିଳି ପାରି…

Continue reading
ସାମ୍ବାଦିକଙ୍କୁ ବିଭତ୍ସ ହତ୍ୟା

ନୂଆଦିଲ୍ଲୀ: କ୍ରୁରତାର ସବୁ ସୀମା ଟପିଥିଲା। ମୁଣ୍ଡରେ ଲାଗିଥିବା ୧୫ ଆଘାତ ଚିହ୍ନ। ଫାଟିଥିଲା ଛାତି, ୪ ଖଣ୍ଡ ହୋଇଥିଲା କଲିଜା। କେବଳ ସେତିକି ନୁହେଁ ବେକ ହାଡ଼ ବି ଭାଙ୍ଗି ଚୁରମାର ହୋଇଥିଲା। ଛତିଶଗଡ଼ର ବିଜାପୁରରେ ସାମ୍ବାଦିକ ମୁକେଶ ଚନ୍ଦ୍ରକାରଙ୍କୁ…

Continue reading