ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର :ଭିଜିଲାନ୍ସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ୱରରେ ଥିବା…










