ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ

ବ୍ରହ୍ମପୁର: ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍‌ପିଟାଲରେରେ ପୁଣି ରାଗିଂ ଅଭିଯୋଗ । ଏମ୍‌ବିବିଏସ୍‌ ସିନିୟର ପିଲାମାନେ ଜୁନିୟରଙ୍କୁ ରାଗିଂ କରିଥିବା ନ୍ୟାସନାଲ ମେଡିକାଲ କାଉନ୍‌ସିଲ୍‌ ଆଣ୍ଟି ରାଗିଂ ସେଲ୍‌କୁ ଇ-ମେଲରେ ଅଭିଯୋଗ କରିଛନ୍ତି ବିଦ୍ୟାର୍ଥୀ । ଆଣ୍ଟି ରାଗିଂ ସେଲ୍‌…

Continue reading
ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋବରାବେଡା ଗାଁରେ ଶୋଇବା ଘରୁ ଉଦ୍ଧାର ହେଲା ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ । ଯୁବକଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ମୃତକ ଦେବ ପ୍ରସାଦ ନାଏକ ବୋଲି ଜଣା ପଡ଼ିଛି…

Continue reading
ଖଣି ଅଧିକାରୀଙ୍କୁ ପିଟିଲେ ବାଲି ମାଫିଆ

କେନ୍ଦୁଝର :କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଖଣି ଅଧିକାରୀଙ୍କ ସହ ଅନ୍ୟ କର୍ମଚାରୀଙ୍କୁ ପିଟିଲେ ବାଲି ମାଫିଆ। ବାଲି ମାଫିଆଙ୍କ ଆକ୍ରମଣରେ ଖଣି ଅଧିକାରୀ ଗୁରୁତର ଆହତ ହୋଇଛନ୍ତି। ଖଣି ଅଧିକାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରତ୍ୟେକ…

Continue reading
ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍‌

ବାଲିଗୁଡ଼ା : କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍‌ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ୪ ବର୍ଷ…

Continue reading
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ

ବେଙ୍ଗାଲୁରୁର ଏକ ସର୍ଭିସ୍ ଆପାର୍ଟମେଣ୍ଟ ହୋଟେଲରେ ଘଟିଥିବା ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ନିଜ ପ୍ରେମିକାକୁ ହତ୍ୟା କରିଥିବା ଅଭିଯୁକ୍ତ ପ୍ରେମିକକୁ ରାଜ୍ୟ ବାହାରୁ ଗିରଫ କରିଛି ପୁଲିସ। ସବୁଠାରୁ ବଡ଼ କଥା ହେଉଛି ପ୍ରେମିକାକୁ ହତ୍ୟା କରିବା ପରେ…

Continue reading
ଯୁବକଙ୍କୁ ହତ୍ୟା ଅଭିଯୋଗ

ବ୍ରହ୍ମପୁର : ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ ସାହିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ମଧୁ ସୁଦନ ଜେନା।ମଧୁସୁଦନଙ୍କ ଦାଦା ପ୍ରସନ୍ନ ଜେନା ଓ ତାଙ୍କ ପୁଅ ଏହି ହତ୍ୟାକାଣ୍ଡ ଘଟାଇଥିବା ଅଭିଯୋଗ…

Continue reading
ଗିରଫ ହେଲେ ପ୍ରଣବପ୍ରକାଶଙ୍କ ଭାଇ ଲଲ

ଯାଜପୁର: ବିଜେଡି ନେତା ପ୍ରଣବପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ ଓରଫ ଲଲଙ୍କୁ ଗିରଫ କରିଛି ପୁଲିସ । ଯାଜପୁର ଟାଉନ ଥାନା ପୁଲିସ ତାଙ୍କୁ ଗିରଫ କରିଛି । ପୁଲିସ ତାଙ୍କୁ ଗିରଫ କରି ଏସଡିଜେଏମଙ୍କ ବାସଭବନକୁ ଆଣିଥିବା ଜଣାଯାଇଛି…

Continue reading
ଆୟ ବର୍ହିଭୂତ ସମ୍ପତ୍ତି:ସିଏସ୍‌ଓ ଗିରଫ

ଭୁବନେଶ୍ୱର: କୋଟିପତି ସିଏସ୍‌ଓଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ସିଏସ୍‌ଓ ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ୟ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ…

Continue reading
ଲଜ୍ଜା: ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ

କଟକ : କଟକ ବାରଙ୍ଗ ଥାନା ତ୍ରିଶୁଳିଆ ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବାର ଅଭିଯୋଗ ହୋଇଛି। ଗୁରୁତର ନାବାଳିକାକୁ ଉଦ୍ଧାର କରାଯାଇ ଶିଶୁ ଭବନର ଆଇସିୟୁରେ ଭର୍ତ୍ତି କରାଯାଇଛି। ବାରଙ୍ଗ ଅଞ୍ଚଳରେ ଏକ…

Continue reading