ପ୍ରଶ୍ନପତ୍ର ଲିକ୍ ଘଟଣା, ୫ ଗିରଫ
ଭୁବନେଶ୍ୱର: ମାଟ୍ରିକ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ଘଟଣା । ଘଟଣାରେ ପରେ କଟକ ସାଇବର ଥାନା ପୋଲିସର ବଡ଼ କାର୍ୟ୍ୟାନୁଷ୍ଠାନ । ଜଣେ ଶିକ୍ଷକଙ୍କ ସହ ୫ ଜଣଙ୍କୁ ଗିରଫ କଲା କଟକ ସାଇବର ଥାନା ପୋଲିସ ।…
ବିଦ୍ୟୁତ ଖୁଣ୍ଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଟକ: ବିଦ୍ୟୁତ ଖୁଣ୍ଟରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ରାଣୀହାଟ ତାଳଦଣ୍ଡା କେନାଲ କୂଳ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ…
ମାଡ଼ିଗଲା ମୋ ବସ୍ , ମହିଳା ମୃତ
ଭୁବନେଶ୍ବର: ଶୁକ୍ରବାର ବିଳମ୍ବିତ ରାତ୍ରିରେ ମୋ ବସ୍ ଦୁର୍ଘଟଣା ଏବେ ରାଜଧାନୀ ବାସୀଙ୍କୁ ଆତଙ୍କିତ କରିଛି । ଭୁବନେଶ୍ବର ପାତ୍ରପଡା ନିର୍ମାଣଧିନ ଫୁଟ ଓଭର୍ ବ୍ରିଜ ନିକଟରେ ଘଟିଛି ଭୟଙ୍କର ଦୁର୍ଘଟଣା । ରାସ୍ତା କଡରେ ଅପେକ୍ଷାରତ ଲୋକଙ୍କ ଉପରକୁ ମୋ…
ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
ଭୁବନେଶ୍ୱର: ପାରିବାରିକ କଳହର କରୁଣ ପରିଣତି । ବେକରେ ରଶି ଲଗାଇ ଝୁଲି ପଡ଼ିଲେ ଯୁବକ । ମୃତକ ଏକତାଳୀ ଗ୍ରାମର ଉପେନ୍ଦ୍ର ସାମଲଙ୍କ ପୁଅ ଉମାକାନ୍ତ ବୋଲି ଜଣାପଡ଼ିଛି । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଏକତାଳୀ ଗ୍ରାମରେ…
ମହିଳାଙ୍କ ଗଳାକାଟି ହତ୍ୟା
କଟକ: ଦିନ ଦ୍ୱିପ୍ରହରରେ ମହିଳାଙ୍କୁ କଟୁରୀରେ ହାଣି ବିଭତ୍ସ ହତ୍ୟା କରାଯାଇଛି । କଟକ ପୋତାପୋଖୋରି ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ପାଣି ଟାଙ୍କି ନିକଟରେ ଥିବା ବସ୍ତି ଭିତରେ ମହିଳାଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି ତାଙ୍କ ପଡୋଶୀ…
ଛାତ୍ରଙ୍କଠାରୁ ଲାଞ୍ଚ ନେଇ ବନ୍ଧା ହେଲେ କନିଷ୍ଠ କିରାଣି
ଦେବଗଡ଼: ଲାଞ୍ଚ ନେବା ବେଳେ ମହିଳା କନିଷ୍ଠ କିରାଣିଙ୍କୁ ଧରିଲା ଭିଜିଲାନ୍ସ। ଏହି ମାମଲାରେ ଦେବଗଡ଼ ମହାବିଦ୍ୟାଳୟର କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନଙ୍କୁ ଗିରଫ କରିଛି ଭିଜିଲାନ୍ସ। ସାର୍ଟିଫିକେଟ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦେବଗଡ଼…
ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା
କଟକ : ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା । ରେଭେନ୍ସା ବାଳିକା ବିଦ୍ୟାଳୟ ଛାତ୍ରୀନିବାସରେ ଘଟିଛି ଘଟଣା । ଛାତ୍ରୀନିବାସରେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣକ ଢେଙ୍କାନାଳ ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ପୋଲିସ ମୃତଦେହ ଜବତ…
ରେମୁଣା ତହସିଲଦାର ବିଦ୍ୟାଧର ପତି ଗିରଫ
ବାଲେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍…
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ
ଭୁବନେଶ୍ୱର ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଗୁରୁବାର ସକାଳୁ କୋଟପାଡ ବ୍ଳକ ବତାସନା ଜି.ପି. ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର ଏସ୍ ପାର୍ଥ ସାରଥୀ ବିଶୋୟୀଙ୍କ ଘରେ ପଶି ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।…
ନିରଞ୍ଜନଙ୍କ ଘରୁ ଲୁଟ ଘଟଣା, ଲୁଟେରା ଗିରଫ
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ଘଟଣା । ଏନେଇ ଲୁଟେରାକୁ ଗିରଫ କରିଛି ସ୍ପେଶାଲ ସ୍କ୍ବାର୍ଡ। ବିଜୟୱାଡାରୁ ଲୁଟେରାକୁ ଗିରଫ କଲା ସ୍ପେଶାଲ ସ୍କ୍ବାର୍ଡ । ଭୁବନେଶ୍ବରରୁ ଲୁଟ ପରେ ଲୁଟେରା ଛତିଶଗଡ଼ ଓ ଝାଡଖଣ୍ଡ…