ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ: ମୁଣ୍ଡ-ଗଣ୍ଡି ଅଲଗା

ଭୁବନେଶ୍ୱର: ରାଜଧାନୀର ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଚଳନ୍ତା ବାଇକ୍‌ରେ ଯାଉଥିବା ଜଣେ ଯୁବକଙ୍କ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଫଳରେ ରାଜପଥ ଉପରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ। ମୃତକଙ୍କ ପରିଚୟ ମିଳି ପାରି…

ସାମ୍ବାଦିକଙ୍କୁ ବିଭତ୍ସ ହତ୍ୟା

ନୂଆଦିଲ୍ଲୀ: କ୍ରୁରତାର ସବୁ ସୀମା ଟପିଥିଲା। ମୁଣ୍ଡରେ ଲାଗିଥିବା ୧୫ ଆଘାତ ଚିହ୍ନ। ଫାଟିଥିଲା ଛାତି, ୪ ଖଣ୍ଡ ହୋଇଥିଲା କଲିଜା। କେବଳ ସେତିକି ନୁହେଁ ବେକ ହାଡ଼ ବି ଭାଙ୍ଗି ଚୁରମାର ହୋଇଥିଲା। ଛତିଶଗଡ଼ର ବିଜାପୁରରେ ସାମ୍ବାଦିକ ମୁକେଶ ଚନ୍ଦ୍ରକାରଙ୍କୁ…

ପାଣିକୋଇଲି ଗୁଳିକାଣ୍ଡ:୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଯାଜପୁର ଜିଲ୍ଲା ପାଣିକୋଇଲି ବଜାରରେ ଶନିବାର ଦିନ ଅପହରାହ୍‌ଣରେ ଘଟିଥିବା ଗୁଳିକାଣ୍ଡ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ଏହି ଘଟଣା ନେଇ ସେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ନିମନ୍ତେ ୨…

ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମୃତ

ଯାଜପୁର: ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାର ନାମକ ସୁନା ଦୋକାନରୁ ଲୁଟ ଉଦ୍ୟମ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ସୁନା ଦୋକାନର ୨ କର୍ମଚାରୀଙ୍କ ସହ ରାସ୍ତା କଡରେ ଥିବା ଇଲେକ୍ଟ୍ରି କର୍ମଚାରୀଙ୍କ ଉପରକୁ ଗୁଳିମାଡ଼ I ଏଥିରେ ବିଦ୍ୟୁତ…

ଚୋରି ପରେ ଘରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ କଳିଙ୍ଗନଗର ଦ୍ବିତୀୟ ଲାଇନରେ ଘରେ ଚୋରି କରିବା ପରେ ଦୁର୍ବୃତ୍ତ ଘରେ ଲଗାଇଦେଲେ ନିଆଁ । କଳିଙ୍ଗ ନଗରର ପ୍ଲଟ ନମ୍ବର ୨୧ରେ ଦେବୀ ପ୍ରସାଦ ପଟ୍ଟନାୟକଙ୍କ ଘରେ ଗତକାଲି ରାତିରେ କିଛି ଦୁବୃର୍ତ୍ତ ପଶିଥିଲେ…

ଭଉଣୀ-ଭାଇଙ୍କୁ ଗୁଳିମାଡ଼

ବଇଣ୍ଡା: ଅନୁଗୁଳ ଜିଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ଏହି ଗୁଳିମାଡ଼ରେ ୧୫ ବର୍ଷୀୟ ଭଉଣୀ ଏବଂ ୧୧ ବର୍ଷୀୟ ଭାଇ…

ଲୁଟି ନେଲେ ୩୦ କିଲୋ ସୁନା

ସମ୍ବଲପୁର: ସମ୍ବଲପୁରରେ ଘଟିଛି ବଡ଼ ଧାରଣାର ଡକାୟତି। ଆଜି ସକାଳୁ ସମ୍ବଲପୁର ବୁଢ଼ାରଜା ଅଞ୍ଚଳରେ ଥିବା ମାନା ପୁରମ୍ ଗୋଲ୍ଡ ଫାଇନାନ୍ସ କାର୍ୟ୍ୟାଳୟରୁ ଲୁଟି ନେଇଛନ୍ତି ଲକର ଭିତରେ ଥିବା ୩୦ କିଲୋ ସୁନା ସହ ସମସ୍ତ ଟଙ୍କା। ଆଜି ମାନା…

ଭିଜିଲାନ୍ସ ଜାଲରେ ସୁପରଭାଇଜର

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ସୁପର ଭାଇଜର । ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମେଡିକାଲ ସୁପରଭାଇଜର ଲକ୍ଷ୍ମୀ ମହାରଣା । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ କାର୍ୟ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଜନ୍ମମୃତ୍ୟୁ ପ୍ରମାଣ ପତ୍ର ନିମନ୍ତେ…

ସାଙ୍ଗକୁ ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଲେ ସାଙ୍ଗ

ବୋରିଗୁମ୍ମା: ରାତିରେ ଭୋଜି କରିବା ପରେ ସକାଳୁ ସାଙ୍ଗକୁ ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଲେ ସାଙ୍ଗ । ମୃତ ଯୁବକ ଜଣକ ବୋରିଗୁମ୍ମା ନକୁଳଗୁଡା ଗ୍ରାମର ଜଗନ୍ନାଥ ମାଝୀ (୨୮) ବୋଲି ଜଣାପଡ଼ିଛି । ଏହି ହତ୍ୟାକାଣ୍ଡର କାରଣ…

ପରିବାରର ୫ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ ହୋଟେଲରେ ମଙ୍ଗଳବାର ଜଣେ ଯୁବକ ତାଙ୍କ ମା’ ଓ ୪ ଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ନାଁ ଅର୍ଶଦ (୨୪)। ତାଙ୍କୁ ପୁଲିସ ଗିରଫ କରିଛି। ଅର୍ଶଦଙ୍କ ବାପା ବଦରଙ୍କର…