ଏଏସଆଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ
ଭବାନୀପାଟଣା: ଜୁନାଗଡ଼ ଥାନା ଅନ୍ତର୍ଗତ ୨୬ ନମ୍ୱର ଜାତୀୟ ରାଜପଥର ବନମାଳୀପୁର ନିକଟରୁ ଜବତ ହୋଇଛି ଜଣେ ପୁଲିସ ଏଏସଆଇଙ୍କ ମୃତଦେହ। ଅର୍ଦ୍ଧଦଗ୍ଧ ଅବସ୍ଥାରେ ଏଏସଆଇ ପବିତ୍ର ଗୋଲାପିଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ନିକଟରେ ଦରପୋଡ଼ା ବାଇକ ମଧ୍ୟ ପଡ଼ି…
ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ
ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀରେ ଲଜ୍ଜା। ୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ମାନସିକ ଭାରସାମ୍ୟ ହରାଇ ବିଷ ପିଇଦେଲେ ନାବାଳିକା। ଗୁରୁତର ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା…
୩ ହାର୍ଡକୋର ମାଓବାଦୀ ଗିରଫ
ମାଲକାନଗିରି : ସୁରକ୍ଷାକର୍ମୀଙ୍କୁ ସଫଳତା । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଥାନା ଅଞ୍ଚଳରୁ ତିନି ଜଣ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛନ୍ତି ସୁରକ୍ଷାକର୍ମୀ । ଗିରଫ ମାଓବାଦୀଙ୍କ ମଧ୍ୟରୁ ଦୁଇ ଜଣଙ୍କ ଉପରେ ୮ ଲକ୍ଷ ଓ…
ଶିଶୁ ଡାକ୍ତର ହତ୍ୟା ଘଟଣାରେ : ଦୁଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
ସୋନପୁର: ବହୁ ଚର୍ଚ୍ଚିତ ଶିଶୁ ଡାକ୍ତର ହତ୍ୟା ଘଟଣାରେ ପ୍ରକାଶ ପାଇଲା ରାୟ । ଦୀର୍ଘ ୧୧ ବର୍ଷ ପରେ ମାମଲାରେ ରାୟ ଶୁଣାଇଲେ ସୋନପୁର ଏଡିଜେ କୋର୍ଟ । ଦୁଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୨୫ ହଜାର ଟଙ୍କା…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଫସିଲେ ବ୍ରହ୍ମପୁର ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ୍.ଦିଲ୍ଲୀପ ଚୌଧୁରୀଙ୍କ ଘରେ ଶନିବାର ଭିଜିଲାନ୍ସ ଟିମ୍ ଚଢାଉ କରିଛି ।…
ଝୁଲି ପଡିଲେ ଦମ୍ପତି
କେନ୍ଦୁଝର: ଘର ଭିତରେ କୁନି ଝିଅକୁ ଛାଡି ଝୁଲି ପଡିଲେ ବାପା ଓ ମା’ । କେନ୍ଦୁଝର ଜିଲା ସଦର ଥାନା ଯୋଗୀମଠ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ ।…
ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ନୟାଗଡ : ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ବାରମାସୀ ଦଣ୍ଡା ସ୍ଥିତ ଘରୁ ପଞ୍ଚରିଡା ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଛି ପୁଲିସ । ନିଆଁରେ ପୋଡିହୋଇ ତାଙ୍କ ପତ୍ନୀ ମଧ୍ୟ ଆହତ…
ସ୍ତ୍ରୀଙ୍କ ସହ ଝଗଡ଼ା ପରେ ବିଷ ପିଇଲେ ସ୍ବାମୀ
ଫୁଲବାଣୀ: ପାରିବାରିକ କଳହର କୁପରିଣତି। ସ୍ତ୍ରୀଙ୍କ ସହ ଝଗଡ଼ା ହେବା ପରେ ବିଷ ପିଇ ଆତ୍ମହତ୍ୟା କରିଦେଲେ ସ୍ବାମୀ। ଏଭଳି ଏକ ଘଟଣା କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଦଳପଡ଼ା ପଞ୍ଚାୟତର ଲମ୍ବାବାଡ଼ି ଗ୍ରାମରେ ଘଟିଛି। ମୃତ ସ୍ବାମୀ ହେଲେ…
ନାବାଳିକାଙ୍କୁ ଦୁଷ୍କର୍ମ ସହ ହତ୍ୟା ଘଟଣା : ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ
ଯାଜପୁର: ନାବାଳିକାଙ୍କୁ ଦୁଷ୍କର୍ମ ସହ ହତ୍ୟା କରି ରେଳ ଲାଇନ୍ କଡ଼ରେ ଫିଙ୍ଗିଦେବା ଘଟଣା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଇଲେ ଯାଜପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ-୨ । ୩୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର…
ବିଚାର ବିଭାଗୀୟ ହାଜତକୁ ଗଲେ ଇଡିର ଉପନିର୍ଦ୍ଦେଶକ
ଭୁବନେଶ୍ବର: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ହାତରେ ଗତକାଲି ଗିରଫ ହୋଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଭୁବନେଶ୍ବର ଶାଖାର ଅତିରିକ୍ତ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀ ଆଜି ଗିରଫ ହୋଇଛନ୍ତି। ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି।୨୦୧୩ ବ୍ୟାଚ୍ର ଭାରତୀୟ…