ନାବାଳିକାଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
କୋଣାର୍କ: କୋଣାର୍କ ବଳଙ୍ଗା ଥାନା ବାୟାବର ଗାଁରେ ଅଭାବନୀୟ ଘଟଣା ଘଟିଛି । ଯୁକ୍ତ ଦୁଇରେ ପାଠ ପଢୂଥିବା ଛାତ୍ରୀ ଜଣଙ୍କ ଦେହରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା…
ରାଜଧାନୀରେ ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ଦୁର୍ବୃତ୍ତ
ଭୁବନେଶ୍ୱର: ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ। ରାତିରେ ବାଇକ୍ ଚୋରି ବେଳେ ଦେଖିଦେଇ ଥିଲେ ଯୁବକ। ପ୍ରତିବାଦ କରିବାରୁ ପ୍ରଥମେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ପରେ ଏକ ବଡ଼ ପଥରରେ ଛେଚି ମାରିଦେଲେ ଦୁର୍ବୃତ୍ତ। ହତ୍ୟାକଣ୍ଡ ଭିଆଇବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।…
୯ କୋଟି ଟଙ୍କାର ଗଞ୍ଜେଇ ଜବତ
ସୋନପୁର : ସୁବର୍ଣ୍ଣପୁର ଜିଲ୍ଲା ତରଭା ପୁଲିସକୁ ବଡ଼ ସଫଳତା। ଗଞ୍ଜେଇ ଭର୍ତ୍ତି ଗାଡିକୁ ଗୋଡାଇ ଗୋଡାଇ ଧରିଲା ପୁଲିସ। ରାଣିସର୍ଡା ଛକ ନିକଟରେ ଏକ ଗଞ୍ଜେଇ ଭର୍ତ୍ତି ଗାଡି ଜବତ ହୋଇଛି। ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୯ କୋଟି…
ଦେଢଶୁରର କୋଡ଼ି ଚୋଟରେ ଭାଇବୋହୂ ମୃତ
କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ଢେପାଗୁଡା ଗ୍ରାମରେ ଦେଢଶୁରର କୋଡ଼ି ଚୋଟରେ ଭାଇବୋହୂର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପରିବାର ଲୋକଙ୍କ କହିବା ଅନୁଯାୟୀ ଆଜି ସକାଳେ ଭାଇ ବୈମାଝୀ ପ୍ରେପକା ନିଜ ବିଲକୁ ଯାଇ…
ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ
କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ରାଜବାଟି ରୋଡ୍ ସ୍ଥିତ ଲୋକାପଡ଼ା ଗାଁରେ ଏକ ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ କରିଛି ପୁଲିସ।ମୃତ ଯୁବତୀଙ୍କ ଘର କଟକ ଜିଲ୍ଲା ମାହାଙ୍ଗା ଅଞ୍ଚଳରେ। ସେ କିଛିଦିନ ହେବ ଏଠାରେ ରହି ଆଳିରେ…
ବନ୍ଧା ହେଲେ ରସିକିଆ ଅଧ୍ୟାପକ
ସମ୍ୱଲପୁର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ଗତ ୧୨ ତାରିଖ ଠାରୁ ରାଜ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ…
ମାଓ ଡମ୍ପ ଠାବ, ୬୦୦ ଡିଟୋନେଟର ଜବତ
କନ୍ଧମାଳ : କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଗୁମା ଜଙ୍ଗଲରେ ମାଓ ଡମ୍ପ ଠାବ ହୋଇଛି। ଡିଭିଏଫ୍ ବାହିନୀ ସହ ବୋମା ନିଷ୍କ୍ରିୟକାରୀ ଦଳ ୬୦୦ ଡିଟୋନେଟର ଓ ଗୋଟିଏ ରିମୋଟ ଜବତ କରିଛନ୍ତି। ଯବାନଙ୍କୁ ଟାର୍ଗେଟ୍ କରିବାକୁ ନକ୍ସଲମାନେ ଏକ…
ଦେହରେ ନିଆଁ ଲାଗି ମହିଳା ଗୁରୁତର
ବାଲେଶ୍ୱର : ଦେହରେ ନିଆଁ ଲାଗି ମହିଳା ଗୁରୁତର । ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଏଡିଏମ ଛକ ନିକଟରେ ଘଟିଛି ଏଭଳି ଅଭାନୀୟ ଘଟଣା । ଗୁରୁତର ଅବସ୍ଥାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଶରୀରର…
ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ
ବାଲିପାଟଣା: ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଉପନିବନ୍ଧକ କାର୍ୟ୍ୟାଳୟର କାର୍ୟ୍ୟରତ କର୍ମଚାରୀ ବୁଧବାର ଦିନ ଅପରାହ୍ଣରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ବାଗଲପୁର ଗ୍ରାମର ବୁଢ଼ୀ ମା’ ମଙ୍ଗଳା ଟ୍ରଷ୍ଟ ରେଜିଷ୍ଟେସନ କରାଇ ଦେବାକୁ ଲାଞ୍ଚୁଆ ବାବୁ ୪ ହଜାର ଟଙ୍କା ଦାବି କରିଥିଲେ।…
ବନ୍ଦ କୋଠରୀ ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ରାଜନଗର ବ୍ଲକ୍ ଅନ୍ତର୍ଗତ ନଳିତାପାଟିଆ ଗାଁରେ ଏକ ବନ୍ଦ କୋଠରୀ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ବୁଧବାର ସକାଳୁ ଗ୍ରାମବାସୀ ଉଭୟଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ତାଳଚୁଆ ସାମୁଦ୍ରିକ ଥାନା…