ସ୍ମାର୍ଟ ପୁଲିସିଂ ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱାରୋପ
ଭୁବନେଶ୍ୱରରେ ଦେଶ ସୁରକ୍ଷା ସଂପର୍କିତ ତିନି ଦିନିଆ ମହାମନ୍ଥନ ଶେଷ ହୋଇଛି। ଭୁବନେଶ୍ୱରେ ଅନୁଷ୍ଠିତ ହୋଇଥିବା ସର୍ବଭାରତୀୟ ଡିଜିପି/ଆଇଜିପି ସମ୍ମିଳନୀରେ ସ୍ମାର୍ଟ ପୁଲିସିଂ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ୟବସ୍ଥାକୁ ରଣନୀତିକ, ଯତ୍ନଶୀଳ, ନିର୍ଭରଯୋଗ୍ୟ ଓ ସ୍ୱଚ୍ଛ…










