ସଂଜୟ ଭୋଳଙ୍କୁ ଆଜୀବନ ବାସନ୍ଦ କଲା ଓମା
ଭୁବନେଶ୍ୱର:ଯାତ୍ରା ଜଗତର ଖଳନାୟକ ସଞ୍ଜୟ ଭୋଳଙ୍କୁ ଆଜୀବନ ବାସନ୍ଦ କଲା ଓମା ବା ଅପେରା ମାଷ୍ଟର ସଂଘ(ଓଏମଏ)। ଏକ ପୋଡକାଷ୍ଟରେ ସଞ୍ଜୟ ବିବାଦୀୟ ମନ୍ତବ୍ୟ ଦେଇ ନିଜ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛନ୍ତି, ଯାହା ଫଳରେ ଓମା ତାଙ୍କ ବିରୋଧରେ…
ଭୁବନେଶ୍ୱର:ଯାତ୍ରା ଜଗତର ଖଳନାୟକ ସଞ୍ଜୟ ଭୋଳଙ୍କୁ ଆଜୀବନ ବାସନ୍ଦ କଲା ଓମା ବା ଅପେରା ମାଷ୍ଟର ସଂଘ(ଓଏମଏ)। ଏକ ପୋଡକାଷ୍ଟରେ ସଞ୍ଜୟ ବିବାଦୀୟ ମନ୍ତବ୍ୟ ଦେଇ ନିଜ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛନ୍ତି, ଯାହା ଫଳରେ ଓମା ତାଙ୍କ ବିରୋଧରେ…
ଭୁବନେଶ୍ବର: ଆଜି ସାରା ବିଶ୍ୱରେ ପାଳନ ହେବ ‘ଆର୍ଥ ଆଓ୍ୱାର୍’। ରାତି ସାଢ଼େ ୮ଟାରୁ ସାଢ଼େ ୯ଟା ଘଣ୍ଟାଏ ଯାଏ ଲିଭିବ ଆଲୁଅ।ଘଣ୍ଟାଏ ଅନ୍ଧାର ହୋଇଯିବ ପୃଥିବୀ। ‘ଆର୍ଥ ଆଓ୍ୱାର୍’ରେ ୧ ଘଣ୍ଟା ଆମ ପୃଥିବୀ ମାଆ ପାଇଁ ପାଳନ କରିବାକୁ…
ଆଜି ‘ବିଶ୍ୱ ପଖାଳ ଦିବସ’ । ଓଡ଼ିଆ ଖାଦ୍ୟ ସମ୍ଭାର ମଧ୍ୟରେ ପଖାଳର ସ୍ଥାନ ସ୍ଵତନ୍ତ୍ର। ପଖାଳ ସହ ଓଡ଼ିଆଙ୍କ ସମ୍ପର୍କ ବହୁ ପୁରାତନ । ଖାଦ୍ୟ ବିବିଧତାର ଏହା ଅନନ୍ୟ ପରିଚୟ। ଓଡ଼ିଶାର ପାରମ୍ପାରିକ ଭୋଜନ ପଖାଳ ଅତ୍ୟନ୍ତ ସ୍ଵାଦିଷ୍ଟ…
ଭୁବନେଶ୍ୱର: ଜଳାଇବ ମାର୍ଚ୍ଚରୁ ମେ’ ଖରା । କଲବଲ କରିବ ଜନଜୀବନକୁ । ଉଭୟ ଦିନ ଓ ରାତି ତାପମାତ୍ରା ଅସ୍ୱାଭାବିକ ଭାବେ ବୃଦ୍ଧି ପାଇବ । ବଡ଼ କଥା ହେଲା, ମାର୍ଚ୍ଚରୁ ଆରମ୍ଭ ହୋଇଯିବ ଗ୍ରୀଷ୍ମ ଲହରୀ । ପାଣିପାଗ…
ଭୁବନେଶ୍ୱର: ଶନିବାର ହେଉଛି ଦହିବରା ଆଳୁଦମ୍ ଦିବସ। ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍ ପ୍ରାୟ ସମସ୍ତଙ୍କ ପ୍ରିୟ ଖାଦ୍ୟ। ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଏହା ଖାଇବାକୁ…
ନୂଆଦିଲ୍ଲୀ: ନିଜର ଅଶ୍ଳୀଳ ମନ୍ତବ୍ୟ ପାଇଁ ବିବାଦରେ ପଡିଥିବା ୟୁଟ୍ୟୁବର ତଥା ପୋଡକାଷ୍ଟର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟ ଗିରଫ ଆଶଙ୍କାରୁ ଆଶ୍ବସ୍ତି ପ୍ରଦାନ କରିଛନ୍ତି। ଅଶ୍ଳୀଳ ମନ୍ତବ୍ୟ ପାଇଁ ଆହ୍ଳାବାଦିଆଙ୍କ ବିରୋଧରେ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ଏକାଧିକ ମାମଲା ରୁଜୁ ହୋଇଥିବାବେଳେ…
କଟକ : ମୋତେ ରକ୍ତ ଦିଅ , ମୁଁ ତୁମକୁ ସ୍ଵାଧୀନତା ଦେବି । ଏହି ପକ୍ତିଟି ଯେତେବେଳେ ମନକୁ ଆସେ ,ମନେ ପଡିଯାଆନ୍ତି ପରାକ୍ରମୀ ପୁରୁଷ ସୁବାଷ ଚନ୍ଦ୍ର ବୋଷ। ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୮ତମ ଜନ୍ମ…
ଭୁବନେଶ୍ୱର: ନୂଆ ଆଶା ଓ ନୂଆ ଆକାଂକ୍ଷା ସହ ଧୁମଧାମରେ ୨୦୨୫କୁ ସ୍ୱାଗତ କରିଛନ୍ତି ଲୋକେ। ହାପି ନିୟୁ ଇୟର୍ କହି ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ବିଭିନ୍ନ ସ୍ଥାନରେ ଜିରୋ ନାଇଟ୍ ସେଲିବ୍ରେସନ ହୋଇଛି। ଗତକାଲି ବିଳମ୍ବିତ ରାତି…
ଝିଅମାନେ ହାତରେ ମେହେନ୍ଦି ଲଗାଇବାକୁ ପସନ୍ଦ କରନ୍ତି। ମେହେନ୍ଦି ହାତର ସୌନ୍ଦର୍ଯ୍ୟ ବଢ଼ାଇଥାଏ। ଏହା ସହିତ ମେହେନ୍ଦି କଣ୍ଡିସନରର ବି କାମ କରେ। ତେବେ ଆପଣମାନେ ଜାଣିଛନ୍ତି କି ମେହେନ୍ଦି ସ୍ୱାସ୍ଥ୍ୟ ପାଇଁ ବି ଲାଭକାରୀ ହୋଇଥାଏ। ତା’ହେଲେ ଆସନ୍ତୁ ଜାଣିବା…
ଏଭଳି ଅନେକ ଖରାଦିନିଆ ଖାଦ୍ୟ ରହିଛି ଯାହା ଅତ୍ୟାବଶ୍ୟକ ପୋଷକତତ୍ତ୍ବ ଓ ‘ଆଣ୍ଟିଅକ୍ସିଡାଣ୍ଟ’ ଯୋଗାଇ ଶରୀରରେ ପ୍ରଦାହକୁ ହ୍ରାସ କରିବା ସହ ରୋଗପ୍ରତିରୋଧକ ଗୁଣକୁ ପ୍ରୋତ୍ସାହିତ କରିଥାଏ ଏବଂ ଜାରକଜନିତ (ଅକ୍ସିଡେଟିଭ୍) ଚାପରୁ ସୁରକ୍ଷା ଦେଇଥାଏ। ଆଜି ସେଭଳି କିଛି ଗ୍ରୀଷ୍ମକାଳୀନ…