ତିଲେଇବଣିରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
ଦେବଗଡ଼:ତିଲେଇବଣି ବ୍ଲକ୍ କଲ୍ୟାଣ ମଣ୍ଡପରେ ଆଜି ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତିଲେଇବଣି ପଞ୍ଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ ମୁଖ୍ୟଅତିଥି, ତିଲେଇବଣି ବିଡିଓ ପ୍ରିୟଦର୍ଶିନୀ…
















