ଇଲେକ୍ଟ୍ରିକ୍ ଯାନ ନୀତିର ଅବଧି ବଢ଼ିଲା ଆଉ ୩ ମାସ

ଭୁବନେଶ୍ୱର: ପେଟ୍ରୋଲ୍ ଡିଜେଲ୍‌ରୁ ଇଲେକ୍ଟ୍ରିକ୍ ମୋବିଲିଟି ଆଡ଼କୁ ଓଡ଼ିଶାର ଗତି ଦିନକୁ ଦିନ ବଢିଚାଲିଛି । ତା’ରି ଭିତରେ “ଇଭି-ପଲିସି -୨୦୨୧” କୁ ଆଉ ୩ ମାସର ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଡିସେମ୍ବର ୩୧, ୨୦୨୬ ଯାଏଁ…

Continue reading
ପାଇପ ଜଳଯୋଗାଣ ନେଇ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର: ଖୋରଧା ଜିଲ୍ଲା ତଥା ଚିଲିକା ନିର୍ବାଚନ ମଣ୍ଡଳୀରେ ପାଇପ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା…

Continue reading
ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ

ଭୁବନେଶ୍ୱର: ବନ୍ୟପ୍ରାଣୀ ସଂରକ୍ଷଣ, ବୈଜ୍ଞାନିକ ଗବେଷଣା, ପରିବେଶ ସଚେତନତା ଓ ଦାୟିତ୍ୱପୂର୍ଣ୍ଣ ଇକୋ-ଟୁରିଜମ୍‌କୁ ଅଧିକ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ-୨୦୨୬ ଆଜି ଭୁବନେଶ୍ୱରସ୍ଥିତ ଲୋକସେବା ଭବନର ରାଜ୍ୟ ସମ୍ମିଳନୀ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି…

Continue reading
ଜନଜାତି ଭାଷା ଓ ସାହିତ୍ୟର ସଂରକ୍ଷଣ ପାଇଁ ସରକାର ପ୍ରତିବଦ୍ଧ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ସରକାରୀ ବାସଭବନରେ ସାନ୍ତାଳୀ ଭାଷା ବିଶେଷଜ୍ଞ କମିଟିର ସଦସ୍ୟ ଓ ବିଭିନ୍ନ ସଂଗଠନର ସଂଯୋଜକମାନେ ସାକ୍ଷାତ କରି ସାନ୍ତାଳୀ ଭାଷାର ଅଭିବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ସାନ୍ତାଳୀ…

Continue reading
ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

Continue reading
ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

Continue reading
କଲେଜ ନିର୍ବାଚନ : ସୋମବାର ସୁଦ୍ଧା କାର୍ଯ୍ୟସୂଚୀ

ଭୁବନେଶ୍ୱର, ୩ ।୧୦ : ଖୁବ୍‌ଶୀଘ୍ର କଲେଜ ନିର୍ବାଚନ ତାରିଖ ଘୋଷଣା କରାଯିବ । ଆଜି ତାରିଖ ଘୋଷଣା ହେବବୋଲି ଅନୁମାନ କରାଯାଉଥିଲା । ତେବେ ରାଜନୀତିକ କାରଣବଶତଃ ତାରିଖ ଘୋଷଣା ହୋଇପାରିନାହିଁ । ରବିବାର କିମ୍ବା ସୋମବାର କଲେଜ ନିର୍ବାଚନ…

Continue reading
ଖୁସିଖବର : ନଭେମ୍ବର ସୁଦ୍ଧା ସରିବ ଅଧ୍ୟାପକ ନିଯୁକ୍ତି  

ଭୁବନେଶ୍ୱର, ଅକ୍ଟୋବର ୩: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ମାନ୍ୟବର ରାଜ୍ୟପାଳ…

Continue reading
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବେ ‘ଟୁରିଷ୍ଟ ପୁଲିସ୍‌’

ଭୁବନେଶ୍ୱର, ୩ ।୧୦ : ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ନୂତନ ପରିଚୟ ପ୍ରଦାନ କରିବା ଏବଂ ବ୍ୟାପକ ପୁଞ୍ଜିନିବେଶକୁ ଆତ୍କୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ଭୁବନେଶ୍ୱରଠାରେ ‘ଓଡିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି…

Continue reading
ଚୋରି କରିବାକୁ ଘରେ ପଶିଥିଲା, ଯୁବତୀଙ୍କୁ ଏକା ପାଇ କରିଥିଲା ଦୁଷ୍କର୍ମ

‘ଚୋରି କରିବାକୁ ଘରେ ପଶିଥିଲା। ଘରେ ଯୁବତୀଙ୍କୁ ଏକା ପାଇ କରିଥିଲା ଦୁଷ୍କର୍ମ।’ ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ବନ୍ଧୁକ ଦେଖାଇ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଧରାପଡ଼ିବା ପରେ ସାମ୍ନାକୁ ଆସିଛି ଏହି ତଥ୍ୟ। ପୁଲିସ କମିଶନର ଡ. ଏସ ଦେବଦତ୍ତ…

Continue reading