ପାଣିଟାଙ୍କି ଉପରୁ ଠେଲି ହତ୍ୟା
ରାଉରକେଲା: ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ନେଇ ସୃଷ୍ଟି ହୋଇଥିବା ଏକତରଫା ଈର୍ଷାରୁ ଏହି…
ରାଉରକେଲା: ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ନେଇ ସୃଷ୍ଟି ହୋଇଥିବା ଏକତରଫା ଈର୍ଷାରୁ ଏହି…
ଭୁବନେଶ୍ବର : ଆଜି ପବିତ୍ର ବିଶ୍ୱକର୍ମା ପୂଜା। ଶାସ୍ତ୍ର ଅନୁଯାୟୀ ବିଶ୍ୱକର୍ମାଙ୍କୁ ଦୁନିଆର ପ୍ରଥମ ଯନ୍ତ୍ରୀ ଏବଂ ବାସ୍ତୁକାରକ ବୋଲି କୁହାଯାଏ। ଏହି ପୂଜାର ନିତୀ ସୂର୍ଯ୍ୟଦେବତାଙ୍କୁ ଦର୍ଶନ କରି କରାଯାଏ।ମାନ୍ୟତା ଅନୁଯାୟୀ ପୌରାଣିକ କାଳରେ ଦେବତା ମାନଙ୍କ ଅସ୍ତ୍ରଶସ୍ତ୍ର ,…
ଭୁବନେଶ୍ୱର: “ରକ୍ତଦାନ କରି ଗୋଟିଏ ଜୀବନ ବଞ୍ଚାଇବାର ଅନୁଭବ ଆମର ଉଚ୍ଚ ମାନବୀୟ ମୂଲ୍ୟବୋଧର ପରିଚୟ ପ୍ରଦାନ କରିଥାଏ। ବିଜ୍ଞାନ ଯେତେ ଆଗେଇଲେ ମଧ୍ୟ ରକ୍ତର କୌଣସି ବିକଳ୍ପ ନାହିଁ ଏବଂ ଏହା କୌଣସି କାରଖାନାରେ ତିଆରି ହୋଇପାରିବ ନାହିଁ,” ବୋଲି…
ନୀଳଗିରି: ବିଶ୍ୱକର୍ମା ପୂଜା ପାଇଁ ଫୁଲ ତୋଳୁଥିବା ବେଳେ ଛାତରୁ ପଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ନୀଳଗିରି ଏନ୍ଏସିର ୱାର୍ଡ ନମ୍ବର ୨ରେ ଘଟିଛି ଏହି ଘଟଣା। ମୃତ ନାବାଳକଙ୍କ ନାଁ ଆଦିତ୍ୟ ଜେନା। ତାଙ୍କ ବାପାଙ୍କ…
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଦୁଇ ଜଣ ଆଦିବାସୀ ଝିଅଙ୍କୁ ଗଣଦୁଷ୍କର୍ମ । ମୋଟରସାଇକେଲରେ ଲିଫ୍ଟ ଦେବା ଆଳରେ ପାଞ୍ଚ ଜଣ ଯୁବକ ସେମାନଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ବୀରମିତ୍ରପୁର ପୋଲିସ ଷ୍ଟେସନରେ ଅଭିଯୋଗ ଦାଖଲ ହେବା ପରେ…
ଦେବଗଡ଼: ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ପରେ ତାଙ୍କ ମୃତଦେହକୁ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା ଅଭିଯୋଗ ହୋଇଛି। ଜିଲାର…
ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତାକାଲି ଦିଲ୍ଲୀରେ ଆୟୋଜିତ ରୋଡ୍ ସୋ’ରେ ସେ ଯୋଗଦେବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ସେବା ସଂକଳ୍ପ ଅଭିଯାନ’ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜେ ଏନେଇ ସୂଚନା…
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟରେ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିସହ ମୋଦୀଙ୍କ ଜନସେବା ଓ ସମର୍ପଣର ୨୫ ବର୍ଷ ପୂର୍ତ୍ତିକୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ପାଳନ କରାଯାଉଛି। ଏହି ଅବସରରେ ମେଗା ରକ୍ତଦାନ ଶିବିର…
ସମ୍ବଲପୁର: ଜୁଜୁମୁରା ଥାନା ଅନ୍ତର୍ଗତ ଅନ୍ଧାରୀ ଗ୍ରାମ ମୁଣ୍ଡାପଡ଼ାରେ ଯୁବକଙ୍କୁ ଛୁରୀ ଭୁଷି ହତ୍ୟା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମୁଣ୍ଡାପଡ଼ାର ଆକାଶ ମୁଣ୍ଡା (21) ନାମକ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏନେଇ ଅଭିଯୋଗ ହେବା…
ଦେବଗଡ ଜିଲ୍ଲାରେ ୭ଟି ଶିଳ୍ପ ପ୍ରକଳ୍ପ ପ୍ରତିଷ୍ଠା ହେବ : ମନ୍ତ୍ରୀ ସ୍ବାଇଁ ଦେବଗଡ଼:ଦେବଗଡର ପ୍ରସିଦ୍ଧ ଗଣେଶ ପୂଜାରେ ଆଜି ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରଥମେ…